Biblia Todo Logo
Bib sou entènèt

- Piblisite -




ଫିଲିପୀୟ 4:23 - ଓଡିଆ ବାଇବେଲ

23 ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମାର ସହବର୍ତ୍ତୀ ହେଉ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମାର ସହବର୍ତ୍ତୀ ହେଉ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ ସମସ୍ତଙ୍କ ସହବର୍ତ୍ତୀ ହେଉ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମାର ସହବର୍ତ୍ତୀ ହେଉ।

Gade chapit la Kopi

ପବିତ୍ର ବାଇବଲ

23 ତୁମ୍ଭ ସମସ୍ତଙ୍କ ସହିତ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ରହିଥାଉ।

Gade chapit la Kopi




ଫିଲିପୀୟ 4:23
4 Referans Kwoze  

ଆଉ ଶାନ୍ତିଦାତା ଈଶ୍ୱର ଶୟତାନକୁ ଶୀଘ୍ର ତୁମ୍ଭମାନଙ୍କ ପଦ ତଳେ ଦଳିପକାଇବେ । ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ ।


ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ, ଈଶ୍ୱରଙ୍କ ପ୍ରେମ ଓ ପବିତ୍ର ଆତ୍ମାଙ୍କ ସହଭାଗିତା ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ ।


ମୋହର ଓ ସମସ୍ତ ମଣ୍ଡଳୀର ଆତିଥ୍ୟକାରୀ ଗାୟ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି । ଏହି ନଗରର କୋଷାଧ୍ୟକ୍ଷ ଏରାଷ୍ଟ ଓ ଭାଇ କ୍ୱାର୍ତ୍ତ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ।


ପ୍ରଭୁ ତୁମ୍ଭ ଆତ୍ମାର ସହବର୍ତ୍ତୀ ହେଉନ୍ତୁ । ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ ବର୍ତ୍ତୁ ।


Swiv nou:

Piblisite


Piblisite