Biblia Todo Logo
Bib sou entènèt

- Piblisite -




ହିତୋପଦେଶ 1:3 - ଓଡିଆ ବାଇବେଲ

3 ସୁଆଚରଣ, ସାଧୁତା ଓ ସୁବିବେଚନା ଏବଂ ନ୍ୟାୟ ବିଷୟରେ ଉପଦେଶ ଗ୍ରହଣ କରିବାକୁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସୁଆଚରଣ, ସାଧୁତା ଓ ସୁବିବେଚନା ଏବଂ ନ୍ୟାୟ ବିଷୟରେ ଉପଦେଶ ଗ୍ରହଣ କରିବାକୁ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସୁଆଚରଣ, ସାଧୁତା ଓ ସୁବିବେଚନା ଏବଂ ନ୍ୟାୟ ବିଷୟରେ ଉପଦେଶ ଗ୍ରହଣ କରିବାକୁ;

Gade chapit la Kopi

ପବିତ୍ର ବାଇବଲ

3 ଏହି ଉପଦେଶ ଲୋକମାନଙ୍କର ନିର୍ଦ୍ଦେଶ ଠିକ୍ ବାଟରେ କରିବ। ଏହା ଦ୍ୱାରା ଲୋକମାନେ ସଚ୍ଚୋଟତା, ସାଧୁତା ଓ ନ୍ୟାୟ ଶିକ୍ଷା କରିବେ।

Gade chapit la Kopi




ହିତୋପଦେଶ 1:3
7 Referans Kwoze  

ମୁଁ ବିନୟ କରୁଅଛି, ତାହାଙ୍କ ମୁଖନିର୍ଗତ ବ୍ୟବସ୍ଥା ଗ୍ରହଣ କର ଓ ତାହାଙ୍କ ବାକ୍ୟ ଆପଣା ହୃଦୟରେ ସଞ୍ଚୟ କର।


ଆଉ ସମଗ୍ର ଇସ୍ରାଏଲ ରାଜାଙ୍କର ଏହି ବିଚାରର ନିଷ୍ପତ୍ତି ବିଷୟ ଶୁଣି ରାଜାଙ୍କୁ ଭୟ କଲେ; କାରଣ, ସେମାନେ ଦେଖିଲେ ଯେ, ବିଚାର କରିବା ନିମନ୍ତେ ତାଙ୍କର ଅନ୍ତରରେ ପରମେଶ୍ୱର-ଦତ୍ତ ଜ୍ଞାନ ଅଛି।


ଶେଷାବସ୍ଥାରେ ତୁମ୍ଭେ ଯେପରି ଜ୍ଞାନବାନ ହୁଅ, ଏଥିପାଇଁ ମନ୍ତ୍ରଣା ଶୁଣ ଓ ଉପଦେଶ ଗ୍ରହଣ କର।


ତୁମ୍ଭେ ଯେପରି ସେମାନଙ୍କୁ ସତ୍ୟ ଉତ୍ତର ଦେଇପାର, ଏଥିପାଇଁ ମୁଁ କ’ଣ ତୁମ୍ଭ ପ୍ରତି ଯୁକ୍ତିରେ ଓ ବିଦ୍ୟାରେ ଉତ୍କୃଷ୍ଟ ବାକ୍ୟ ଲେଖି ନାହିଁ ?


ଉପଦେଶକ ମନୋହର ବାକ୍ୟ ଓ ଯାହା ସରଳ ଭାବରେ ଲେଖାଗଲା, ସେହି ସତ୍ୟ ବାକ୍ୟ ପାଇବାକୁ ଅନ୍ଵେଷଣ କଲେ।


Swiv nou:

Piblisite


Piblisite