Biblia Todo Logo
Bib sou entènèt

- Piblisite -




ହିତୋପଦେଶ 11:3 - ଓଡିଆ ବାଇବେଲ

3 ସରଳାଚାରୀମାନଙ୍କ ସରଳତା ସେମାନଙ୍କୁ ପଥ ଦେଖାଇବ, ମାତ୍ର ବିଶ୍ୱାସଘାତକମାନଙ୍କ କୁଟିଳାଚରଣ ସେମାନଙ୍କୁ ନାଶ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସରଳାଚାରୀମାନଙ୍କ ସରଳତା ସେମାନଙ୍କୁ ପଥ ଦେଖାଇବ, ମାତ୍ର ବିଶ୍ଵାସଘାତକମାନଙ୍କ କୁଟିଳାଚରଣ ସେମାନଙ୍କୁ ନାଶ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସରଳାଚାରୀମାନଙ୍କ ସରଳତା ସେମାନଙ୍କୁ ପଥ ଦେଖାଇବ, ମାତ୍ର ବିଶ୍ୱାସଘାତକମାନଙ୍କ କୁଟିଳାଚରଣ ସେମାନଙ୍କୁ ନାଶ କରିବ।

Gade chapit la Kopi

ପବିତ୍ର ବାଇବଲ

3 ସତ୍ୟପ୍ରିୟ ଲୋକମାନଙ୍କର ସରଳତା ସେମାନଙ୍କୁ ପଥ ଦେଖାଇବ, କିନ୍ତୁ ବିଶ୍ୱାସଘାତ ଲୋକମାନଙ୍କ କୁଟିଳାଚରଣ ସେମାନଙ୍କୁ ନାଶ କରିବ।

Gade chapit la Kopi




ହିତୋପଦେଶ 11:3
13 Referans Kwoze  

ଧାର୍ମିକତା ସରଳ-ପଥଗାମୀକୁ ରକ୍ଷା କରେ; ମାତ୍ର ଦୁଷ୍ଟତା ପାପୀକୁ ଓଲଟାଇ ପକାଏ।


ଯେଉଁ ଲୋକ ସିଦ୍ଧ ଭାବରେ ଚାଲେ, ସେ ରକ୍ଷା ପାଏ; ମାତ୍ର ଆପଣା ପଥରେ କୁଟିଳ ଲୋକ ଅକସ୍ମାତ୍‍ ପଡ଼ିବ।


ମନୁଷ୍ୟର ଅଜ୍ଞାନତା ତାହାର ଗତି ଓଲଟାଇ ପକାଏ, ପୁଣି, ତାହାର ମନ ସଦାପ୍ରଭୁଙ୍କ ବିରୁଦ୍ଧରେ ବିରକ୍ତ ହୁଏ।


ହେ ସଦାପ୍ରଭୁ, ମୋହର ବିଚାର କର, କାରଣ ମୁଁ ନିଜ ସିଦ୍ଧତାରେ ଆଚରଣ କରିଅଛି; ମଧ୍ୟ ମୁଁ ଅଟଳ ଭାବରେ ସଦାପ୍ରଭୁଙ୍କର ଶରଣ ନେଇଅଛି।


ସିଦ୍ଧତା ଓ ସରଳତା ମୋତେ ରକ୍ଷା କରୁ, କାରଣ ମୁଁ ତୁମ୍ଭର ଅନୁସରଣ କରେ।


କେହି ଯଦି ତାହାଙ୍କର ଇଚ୍ଛା ସାଧନ କରିବାକୁ ଇଚ୍ଛୁକ ହୁଏ, ତାହାହେଲେ ଏହି ଶିକ୍ଷା ଈଶ୍ୱରଙ୍କଠାରୁ ଉତ୍ପନ୍ନ, ନା ମୁଁ ଆପଣାଠାରୁ କହୁଅଛି, ତାହା ସେ ଜାଣିବ ।


ତୁମ୍ଭେ ଅତି ଦୁଷ୍ଟ ହୁଅ ନାହିଁ, କିଅବା ନିର୍ବୋଧ ହୁଅ ନାହିଁ; ଆପଣା କାଳ ପୂର୍ବରେ କାହିଁକି ମରିବ ?


ସାଧୁର ଧାର୍ମିକତା ତାହାର ପଥ ନିର୍ଦ୍ଦେଶ କରିବ, ମାତ୍ର ଦୁଷ୍ଟ ଆପଣା ଦୁଷ୍ଟତାରେ ନିପାତିତ ହେବ।


ମାତ୍ର ଅଧର୍ମାଚାରୀ ଓ ପାପୀମାନେ ଏକତ୍ର ବିନଷ୍ଟ ହେବେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରନ୍ତି, ସେମାନେ ସଂହାରିତ ହେବେ।


ଦୁଷ୍ଟମାନଙ୍କର ଦୌରାତ୍ମ୍ୟ ସେମାନଙ୍କୁ ଉଡ଼ାଇ ଘେନିଯିବ; ଯେହେତୁ ସେମାନେ ନ୍ୟାୟ କରିବାକୁ ନାସ୍ତି କରନ୍ତି।


ମାତ୍ର ଦୁଷ୍ଟଗଣ ଦେଶରୁ ଉଚ୍ଛିନ୍ନ ହେବେ ଓ ବିଶ୍ୱାସଘାତକମାନେ ତହିଁରୁ ଉତ୍ପାଟିତ ହେବେ।


ସଦାପ୍ରଭୁଙ୍କ ଚକ୍ଷୁ ଜ୍ଞାନପ୍ରାପ୍ତ ଲୋକକୁ ରକ୍ଷା କରେ; ମାତ୍ର ବିଶ୍ୱାସଘାତକର କଥା ସେ ଓଲଟାଇ ପକାନ୍ତି।


ଆଉ ଅନ୍ୟାନ୍ୟ ହତ ଲୋକଙ୍କ ସହିତ ସେମାନେ ମିଦୀୟନୀୟ ରାଜାମାନଙ୍କୁ, ଅର୍ଥାତ୍‍ ଇବି, ରେକମ୍‍, ସୂର୍‍, ହୂର ଓ ରେବା, ଏହି ମିଦୀୟନୀୟ ପାଞ୍ଚ ରାଜାଙ୍କୁ ବଧ କଲେ; ବିୟୋରର ପୁତ୍ର ବିଲୀୟମ୍‍କୁ ମଧ୍ୟ ସେମାନେ ଖଡ୍ଗରେ ବଧ କଲେ।


Swiv nou:

Piblisite


Piblisite