ଗୀତସଂହିତା 101:5 - ଓଡିଆ ବାଇବେଲ5 ଯେଉଁ ଜନ ଗୋପନରେ ଆପଣା ପ୍ରତିବାସୀର ଅପବାଦ କରେ, ମୁଁ ତାହାକୁ ବିନାଶ କରିବି; ଯାହାର ଅହଙ୍କାର-ଦୃଷ୍ଟି ଓ ଗର୍ବୀ ଅନ୍ତଃକରଣ, ମୁଁ ତାହାକୁ ସହିବି ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)5 ଯେଉଁ ଜନ ଗୋପନରେ ଆପଣା ପ୍ରତିବାସୀର ଅପବାଦ କରେ, ମୁଁ ତାହାକୁ ବିନାଶ କରିବି; ଯାହାର ଅହଙ୍କାର-ଦୃଷ୍ଟି ଓ ଗର୍ବୀ ଅନ୍ତଃକରଣ, ମୁଁ ତାହାକୁ ସହିବି ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଯେଉଁ ଜନ ଗୋପନରେ ଆପଣା ପ୍ରତିବାସୀର ଅପବାଦ କରେ, ମୁଁ ତାହାକୁ ବିନାଶ କରିବି; ଯାହାର ଅହଙ୍କାର-ଦୃଷ୍ଟି ଓ ଗର୍ବୀ ଅନ୍ତଃକରଣ, ମୁଁ ତାହାକୁ ସହିବି ନାହିଁ। Gade chapit laପବିତ୍ର ବାଇବଲ5 ଯେଉଁ ଲୋକ ଗୋପନରେ ଆପଣା ପଡ଼ୋଶୀର ଅପବାଦ କରେ ମୁଁ ତାକୁ ଧ୍ୱଂସ କରିଦେବି। ମୁଁ ଲୋକମାନଙ୍କୁ ଗର୍ବୀ ହେବାକୁ ଦେବି ନାହିଁ। ସେମାନେ ଅନ୍ୟମାନଙ୍କଠାରୁ ଭଲ ବୋଲି ତାଙ୍କୁ ଚିନ୍ତା କରିବା ପାଇଁ ଦେବି ନାହିଁ। Gade chapit la |