ଗୀତସଂହିତା 101:7 - ଓଡିଆ ବାଇବେଲ7 ଯେ ପ୍ରତାରଣା କରେ, ସେ ମୋ’ ଗୃହ ମଧ୍ୟରେ ବାସ କରିବ ନାହିଁ। ଯେ ମିଥ୍ୟା କହେ, ସେ ମୋ’ ଦୃଷ୍ଟିଗୋଚରରେ ସ୍ଥାୟୀ ହେବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)7 ଯେ ପ୍ରତାରଣା କରେ, ସେ ମୋʼ ଗୃହ ମଧ୍ୟରେ ବାସ କରିବ ନାହିଁ। ଯେ ମିଥ୍ୟା କହେ, ସେ ମୋʼ ଦୃଷ୍ଟିଗୋଚରରେ ସ୍ଥାୟୀ ହେବ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଯେ ପ୍ରତାରଣା କରେ, ସେ ମୋʼ ଗୃହ ମଧ୍ୟରେ ବାସ କରିବ ନାହିଁ। ଯେ ମିଥ୍ୟା କହେ, ସେ ମୋʼ ଦୃଷ୍ଟିଗୋଚରରେ ସ୍ଥାୟୀ ହେବ ନାହିଁ। Gade chapit laପବିତ୍ର ବାଇବଲ7 ଯେଉଁମାନେ ମିଥ୍ୟା କହନ୍ତି, ସେମାନେ ମୋର ଏହି ରାଜପ୍ରାସାଦରେ ବାସ କରି ପାରିବେ ନାହିଁ। ମିଥ୍ୟାବାଦୀମାନଙ୍କୁ ମୋ’ ନିକଟତର ହେବା ପାଇଁ ଦେବି ନାହିଁ। Gade chapit la |
“ପୁଣି, ଯେଉଁ ଭବିଷ୍ୟଦ୍ବକ୍ତାମାନେ ଅସାର ଦର୍ଶନ ପାଆନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ନ୍ତି, ଆମ୍ଭର ହସ୍ତ ସେମାନଙ୍କର ପ୍ରତିକୂଳ ହେବ; ସେମାନେ ଆମ୍ଭ ଲୋକମାନଙ୍କ ମନ୍ତ୍ରୀ ସଭାରେ ରହିବେ ନାହିଁ, କିଅବା ଇସ୍ରାଏଲ ବଂଶର ବଂଶାବଳୀ ମଧ୍ୟରେ ସେମାନେ ଲିଖିତ ହେବେ ନାହିଁ, ଅଥବା ଇସ୍ରାଏଲ ଦେଶରେ ପ୍ରବେଶ କରିବେ ନାହିଁ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।