Biblia Todo Logo
Bib sou entènèt

- Piblisite -




ଗୀତସଂହିତା 102:22 - ଓଡିଆ ବାଇବେଲ

22 ଲୋକମାନେ ସିୟୋନରେ ସଦାପ୍ରଭୁଙ୍କ ନାମ ଓ ଯିରୂଶାଲମରେ ତାହାଙ୍କର ପ୍ରଶଂସା ପ୍ରଚାର କରିବେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଲୋକମାନେ ସିୟୋନରେ ସଦାପ୍ରଭୁଙ୍କ ନାମ ଓ ଯିରୂଶାଲମରେ ତାହାଙ୍କର ପ୍ରଶଂସା ପ୍ରଚାର କରିବେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଲୋକମାନେ ସିୟୋନରେ ସଦାପ୍ରଭୁଙ୍କ ନାମ ଓ ଯିରୂଶାଲମରେ ତାହାଙ୍କର ପ୍ରଶଂସା ପ୍ରଚାର କରିବେ;

Gade chapit la Kopi

ପବିତ୍ର ବାଇବଲ

22 ସମସ୍ତ ଜାତି ଏକତ୍ରିତ ହେବେ ଓ ସକଳ ରାଜ୍ୟ ସଦାପ୍ରଭୁଙ୍କର ସେବା ପାଇଁ ଆସିବେ।

Gade chapit la Kopi




ଗୀତସଂହିତା 102:22
11 Referans Kwoze  

ଆଉ, ସମସ୍ତ ଜାତି ନିକଟରେ ସାକ୍ଷ୍ୟ ଦେବା ପାଇଁ ରାଜ୍ୟର ଏହି ସୁସମାଚାର ସମୁଦାୟ ପୃଥିବୀରେ ଘୋଷଣା କରାଯିବ, ତତ୍ପରେ ଯୁଗାନ୍ତ ହେବ ।


ଏହି ପ୍ରକାରେ ଯିରୂଶାଲମଠାରୁ ଇଲ୍ଲୁରିକ ପର୍ଯ୍ୟନ୍ତ ଚତୁର୍ଦ୍ଦିଗରେ ମୁଁ ଖ୍ରୀଷ୍ଟଙ୍କ ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାର କରିଅଛି,


ପୃଥିବୀର ପ୍ରାନ୍ତସ୍ଥିତ ସମସ୍ତେ ସଦାପ୍ରଭୁଙ୍କୁ ସ୍ମରଣ କରି ତାହାଙ୍କ ପ୍ରତି ଫେରିବେ; ଆଉ, ଅନ୍ୟ ଦେଶୀୟ ଗୋଷ୍ଠୀସକଳ ତୁମ୍ଭ ସମ୍ମୁଖରେ ପ୍ରଣାମ କରିବେ।


ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।


ହେଇ, ତୁମ୍ଭ ପ୍ରହରୀଗଣର ରବ ! ସେମାନେ ଉଚ୍ଚ ରବ କରୁଅଛନ୍ତି, ସେମାନେ ଏକତ୍ର ଗାନ କରୁଅଛନ୍ତି; କାରଣ ସଦାପ୍ରଭୁ ସିୟୋନକୁ ଫେରି ଆସିବା ବେଳେ ସେମାନେ ସମ୍ମୁଖାସମ୍ମୁଖୀ ହୋଇ ଦେଖିବେ।


ହେ ଯିରୂଶାଲମର ଉତ୍ସନ୍ନ ସ୍ଥାନସକଳ, ଉଚ୍ଚ ଆନନ୍ଦ ଧ୍ୱନି କର, ଏକତ୍ର ଗାନ କର; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ସାନ୍ତ୍ୱନା କରିଅଛନ୍ତି, ସେ ଯିରୂଶାଲମକୁ ମୁକ୍ତ କରିଅଛନ୍ତି।


Swiv nou:

Piblisite


Piblisite