Biblia Todo Logo
Bib sou entènèt

- Piblisite -




ଗୀତସଂହିତା 102:8 - ଓଡିଆ ବାଇବେଲ

8 ମୋ’ ଶତ୍ରୁମାନେ ସାରାଦିନ ମୋତେ ନିନ୍ଦା କରନ୍ତି; ମୋ’ ବିରୁଦ୍ଧରେ କ୍ରୋଧାନ୍ୱିତ ଲୋକମାନେ ମୋ’ ନାମ ନେଇ ଅଭିଶାପ ଦିଅନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ମୋʼ ଶତ୍ରୁମାନେ ଦିନଯାକ ମୋତେ ନିନ୍ଦା କରନ୍ତି; ମୋʼ ବିରୁଦ୍ଧରେ ରାଗାନ୍ଧ ଲୋକମାନେ ମୋʼ ନାମ ନେଇ ଶାପ ଦିଅନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ମୋʼ ଶତ୍ରୁମାନେ ସାରାଦିନ ମୋତେ ନିନ୍ଦା କରନ୍ତି; ମୋʼ ବିରୁଦ୍ଧରେ କ୍ରୋଧାନ୍ୱିତ ଲୋକମାନେ ମୋʼ ନାମ ନେଇ ଅଭିଶାପ ଦିଅନ୍ତି।

Gade chapit la Kopi

ପବିତ୍ର ବାଇବଲ

8 ମୋର ଶତ୍ରୁଗଣ ମୋତେ ସର୍ବଦା ଅପମାନିତ କରନ୍ତି। ମୋତେ ସେମାନେ ପରିହାସ କରନ୍ତି।

Gade chapit la Kopi




ଗୀତସଂହିତା 102:8
15 Referans Kwoze  

ଆଉ ସମସ୍ତ ସମାଜଗୃହରେ ଥରକୁଥର ସେମାନଙ୍କୁ ଶାସ୍ତି ଦେଇ ଯୀଶୁଙ୍କ ନିନ୍ଦା କରିବା ନିମନ୍ତେ ସେମାନଙ୍କୁ ବାଧ୍ୟ କରୁଥିଲି, ପୁଣି, ସେମାନଙ୍କ ବିରୁଦ୍ଧରେ ଅତ୍ୟନ୍ତ ଉନ୍ନତ୍ତ ହୋଇ ବିଦେଶୀୟ ନଗରଗୁଡ଼ିକ ପର୍ଯ୍ୟନ୍ତ ସୁଧା ସେମାନଙ୍କୁ ତାଡ଼ନା କରୁଥିଲି ।


ଏହି ସମସ୍ତ କଥା ଶୁଣି ସେମାନେ ଅତିଶୟ ରାଗିଗଲେ, ପୁଣି, ତାହାଙ୍କ ପ୍ରତି ଦାନ୍ତ କଡ଼ମଡ଼ କରିବାକୁ ଲାଗିଲେ ।


ପୁଣି, ବାବିଲରେ ଯିହୁଦାର ନିର୍ବାସିତ ଯେତେ ଲୋକ ଅଛନ୍ତି, ସେମାନଙ୍କ ମଧ୍ୟରେ ସେହି ଦୁଇ ବ୍ୟକ୍ତିର ଉପଲକ୍ଷ୍ୟରେ ଏହି ଅଭିଶାପର କଥା ପ୍ରଚଳିତ ହେବ, ‘ଯଥା, ବାବିଲର ରାଜା ସିଦିକୀୟ ଓ ଆହାବଙ୍କୁ ଯେପରି ଅଗ୍ନିରେ ଦଗ୍ଧ କରିଥିଲେ, ସେହିପରି ସଦାପ୍ରଭୁ ତୁମ୍ଭମାନଙ୍କୁ କରନ୍ତୁ।


ପୁଣି, ତୁମ୍ଭେମାନେ ଆମ୍ଭ ମନୋନୀତ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କର ନାମ ଅଭିଶାପ ରୂପେ ରଖିଯିବ ଓ ପ୍ରଭୁ, ସଦାପ୍ରଭୁ ତୁମ୍ଭକୁ ବଧ କରିବେ; ଆଉ, ସେ ଆପଣା ଦାସମାନଙ୍କୁ ଅନ୍ୟ ନାମରେ ଖ୍ୟାତ କରିବେ;


ହେ ସଦାପ୍ରଭୁ, ତଦ୍ଦ୍ୱାରା ତୁମ୍ଭ ଶତ୍ରୁଗଣ ନିନ୍ଦା କରିଅଛନ୍ତି, ତଦ୍ଦ୍ୱାରା ସେମାନେ ତୁମ୍ଭ ଅଭିଷିକ୍ତଙ୍କ ପଦଚିହ୍ନକୁ ନିନ୍ଦା କରିଅଛନ୍ତି।


ନିନ୍ଦା ମୋହର ହୃଦୟ ଭଗ୍ନ କରିଅଛି ଓ ମୁଁ ସମ୍ପୂର୍ଣ୍ଣ ଭାରାକ୍ରାନ୍ତ ହୋଇଅଛି; ପୁଣି, କେହି ଦୟା କରିବ ବୋଲି ମୁଁ ଅପେକ୍ଷା କଲି, ମାତ୍ର କେହି ନ ଥିଲା ଓ ସାନ୍ତ୍ୱନାକାରୀମାନଙ୍କର ଅପେକ୍ଷା କଲି, ମାତ୍ର କାହାକୁ ପାଇଲି ନାହିଁ।


କାରଣ ସେମାନେ ମୋ’ ଉପରେ ଅଧର୍ମ ଆରୋପ କରନ୍ତି ଓ କ୍ରୋଧରେ ମୋତେ ଘୃଣା କରନ୍ତି।


ଗୋଷ୍ଠୀୟମାନେ କାହିଁକି କଳହ କରନ୍ତି; ଜନବୃନ୍ଦ କାହିଁକି ବୃଥାରେ ଷଡଯନ୍ତ୍ର କରନ୍ତି ?


କାରଣ ଖ୍ରୀଷ୍ଟ ମଧ୍ୟ ଆପଣାର ସୁଖ ଚେଷ୍ଟା କରି ନ ଥିଲେ; କିନ୍ତୁ ଯେପରି ଲେଖା ଅଛି, ତୁମ୍ଭ ନିନ୍ଦକମାନଙ୍କର ନିନ୍ଦା ମୋ' ଉପରେ ପଡ଼ିଲା ।


କିନ୍ତୁ ସେମାନେ କ୍ରୋଧରେ ପୂର୍ଣ୍ଣ ହେଲେ, ଆଉ ଯୀଶୁଙ୍କ ପ୍ରତି କ'ଣ କରି ପାରନ୍ତି, ସେ ବିଷୟରେ ପରସ୍ପର କଥାବାର୍ତ୍ତା କରିବାକୁ ଲାଗିଲେ ।


ମୋହର ଶତ୍ରୁଗଣ ମୋ’ ବିରୁଦ୍ଧରେ ହିଂସାର କଥା କହି ବୁଲନ୍ତି, ସେ କେବେ ମରିବ ଓ ତାହାର ନାମ ଲୁପ୍ତ ହେବ ?


ମୁଁ ପୂର୍ବକାଳର ଦିନସବୁ, ପୁରାତନ କାଳର ବର୍ଷସବୁ ଭାବନା କରିଅଛି।


Swiv nou:

Piblisite


Piblisite