ଗୀତସଂହିତା 11:1 - ଓଡିଆ ବାଇବେଲ1 ମୁଁ ସଦାପ୍ରଭୁଙ୍କଠାରେ ଶରଣ ନିଏ; ତୁମ୍ଭେମାନେ କିପରି ମୋ’ ପ୍ରାଣକୁ କହୁଅଛ, ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ ? Gade chapit laପବିତ୍ର ବାଇବଲ (Re-edited) - (BSI)1 ମୁଁ ସଦାପ୍ରଭୁଙ୍କର ଶରଣାଗତ; ତୁମ୍ଭେମାନେ କିରୂପେ ମୋʼ ପ୍ରାଣକୁ କହୁଅଛ, ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ମୁଁ ସଦାପ୍ରଭୁଙ୍କଠାରେ ଶରଣ ନିଏ; ତୁମ୍ଭେମାନେ କିପରି ମୋʼ ପ୍ରାଣକୁ କହୁଅଛ, “ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ?” Gade chapit laପବିତ୍ର ବାଇବଲ1 ମୁଁ ସର୍ବଦା ସଦାପ୍ରଭୁଙ୍କ ଆଶ୍ରୟ ନିଏ। ତେଣୁ କାହିଁକି ମୋତେ ଲୁଚିବାକୁ କହୁଅଛ, “ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ?” Gade chapit la |
ଏଥିରେ ଆସା ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନିକଟରେ ଡାକ ପକାଇ କହିଲେ, “ସଦାପ୍ରଭୁ, ବଳବାନ ଓ ବଳହୀନ ଲୋକ ମଧ୍ୟରେ ସାହାଯ୍ୟ କରିବାକୁ ତୁମ୍ଭ ଭିନ୍ନ ଆଉ କେହି ନାହାନ୍ତି; ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କର ସାହାଯ୍ୟ କର; କାରଣ ଆମ୍ଭେମାନେ ତୁମ୍ଭ ଉପରେ ନିର୍ଭର କରୁଅଛୁ ଓ ତୁମ୍ଭ ନାମରେ ଏହି ଜନତା ପ୍ରତିକୂଳରେ ଆସିଅଛୁ। ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପରମେଶ୍ୱର ଅଟ; ମନୁଷ୍ୟ ତୁମ୍ଭ ପ୍ରତିକୂଳରେ ଜୟଯୁକ୍ତ ନ ହେଉ।”