Biblia Todo Logo
Bib sou entènèt

- Piblisite -




ଗୀତସଂହିତା 112:2 - ଓଡିଆ ବାଇବେଲ

2 ତାହାର ବଂଶ ପୃଥିବୀରେ ବିକ୍ରମଶାଳୀ ହେବେ ସରଳ ଲୋକର ବଂଶ ଆଶୀର୍ବାଦପ୍ରାପ୍ତ ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତାହାର ବଂଶ ପୃଥିବୀରେ ବିକ୍ରମଶାଳୀ ହେବେ; ସରଳ ଲୋକର ବଂଶ ଆଶୀର୍ବାଦପ୍ରାପ୍ତ ହେବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତାହାର ବଂଶ ପୃଥିବୀରେ ବିକ୍ରମଶାଳୀ ହେବେ ସରଳ ଲୋକର ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ।

Gade chapit la Kopi

ପବିତ୍ର ବାଇବଲ

2 ତା'ର ବଂଶଧର ଭୂପୃଷ୍ଠରେ ବିକ୍ରମଶାଳୀ ହେବେ। ସରଳ ଲୋକର ବଂଶଧର ଆଶୀର୍ବାଦ ପ୍ରାପ୍ତ ହେବେ।

Gade chapit la Kopi




ଗୀତସଂହିତା 112:2
12 Referans Kwoze  

ଆମ୍ଭେ ତୁମ୍ଭ ସହିତ ଓ ତୁମ୍ଭ ଭବିଷ୍ୟତ ବଂଶ-ପରମ୍ପରା ସହିତ ଯେଉଁ ନିୟମ ସ୍ଥିର କଲୁ, ତାହା ଅନନ୍ତକାଳସ୍ଥାୟୀ ହେବ। ତହିଁରେ ଆମ୍ଭେ ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ପରମେଶ୍ୱର ହେବା।


ଯେଉଁ ଧାର୍ମିକ ଲୋକ ଆପଣା ସରଳତାରେ ଆଚରଣ କରେ, ତାହା ଉତ୍ତାରେ ତାହାର ସନ୍ତାନଗଣ ଧନ୍ୟ ହୁଅନ୍ତି।


ସେ ସାରାଦିନ ଦୟା ବ୍ୟବହାର କରି ଉଧାର ଦିଏ; ପୁଣି, ତାହାର ସନ୍ତାନଗଣ ଆଶୀର୍ବାଦ ପାଆନ୍ତି।


କାରଣ ଏହି ପ୍ରତିଜ୍ଞା ଆପଣମାନଙ୍କ ନିମନ୍ତେ, ଆପଣମାନଙ୍କର ସନ୍ତାନସନ୍ତତିମାନଙ୍କ ନିମନ୍ତେ, ପୁଣି, ଦୂରବର୍ତ୍ତୀ ଯେତେ ଲୋକଙ୍କୁ ପ୍ରଭୁ ଆମ୍ଭମାନଙ୍କ ଈଶ୍ୱର ଆପଣା ନିକଟକୁ ଡାକିବେ, ସେହି ସମସ୍ତଙ୍କ ନିମନ୍ତେ ଅଟେ ।


ତାହାର ପ୍ରାଣ କୁଶଳରେ ବାସ କରିବ ଓ ତାହାର ବଂଶ ଦେଶ ଅଧିକାର କରିବେ।


ତୁମ୍ଭ ଦାସଗଣର ସନ୍ତାନମାନେ ରହିବେ ଓ ସେମାନଙ୍କର ବଂଶ ତୁମ୍ଭ ସାକ୍ଷାତରେ ସୁସ୍ଥିର ହେବେ।


ଆଉ, ସେମାନଙ୍କର ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର ମଙ୍ଗଳ ନିମନ୍ତେ ସେମାନେ ଯେପରି ସଦାକାଳ ଆମ୍ଭକୁ ଭୟ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଓ ଏକ ପଥ ଦେବା;


ଅବ୍ରହାମଙ୍କ ମୃତ୍ୟୁୁ ଉତ୍ତାରେ ପରମେଶ୍ୱର ତାଙ୍କର ପୁତ୍ର ଇସ୍‍ହାକଙ୍କୁ ଆଶୀର୍ବାଦ କଲେ; ପୁଣି, ଇସ୍‍ହାକ ବେର-ଲହୟ-ରୋୟୀ ନାମକ ସ୍ଥାନରେ ବସତି କଲେ।


ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;


ମନ୍ଦ ଲୋକ ହାତ ଧରାଧରି ହେଲେ ହେଁ ଅଦଣ୍ଡିତ ନୋହିବେ, ମାତ୍ର ଧାର୍ମିକର ବଂଶ ରକ୍ଷା ପ୍ରାପ୍ତ ହେବେ।


ଉତ୍ତମ ଲୋକ ଆପଣା ପୌତ୍ରମାନଙ୍କ ପାଇଁ ଅଧିକାର ଛାଡ଼ିଯାଏ; ମାତ୍ର ପାପୀର ଧନ ଧାର୍ମିକମାନଙ୍କ ପାଇଁ ସଞ୍ଚିତ ହୁଏ।


Swiv nou:

Piblisite


Piblisite