Biblia Todo Logo
Bib sou entènèt

- Piblisite -




ଗୀତସଂହିତା 118:10 - ଓଡିଆ ବାଇବେଲ

10 ସମୁଦାୟ ଗୋଷ୍ଠୀବର୍ଗ ମୋତେ ଚାରିଆଡ଼େ ଘେରିଲେ; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସମୁଦାୟ ଗୋଷ୍ଠୀବର୍ଗ ମୋତେ ଚାରିଆଡ଼େ ଘେରିଲେ; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସମୁଦାୟ ଗୋଷ୍ଠୀବର୍ଗ ମୋତେ ଚାରିଆଡ଼େ ଘେରିଲେ; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି।

Gade chapit la Kopi

ପବିତ୍ର ବାଇବଲ

10 ଶତ୍ରୁମାନେ ମୋତେ ଘେରି ଯାଇଥିଲେ, କିନ୍ତୁ ସଦାପ୍ରଭୁଙ୍କ ଶକ୍ତି ବଳରେ ମୁଁ ସେମାନଙ୍କୁ ପରାସ୍ତ କଲି।

Gade chapit la Kopi




ଗୀତସଂହିତା 118:10
12 Referans Kwoze  

ତାହାସବୁ ସାରାଦିନ ଜଳ ପରି ମୋ’ ଚାରିଆଡ଼େ ଉପସ୍ଥିତ; ତାହାସବୁ ଏକତ୍ର ମୋ’ ଚାରିଆଡ଼େ ବେଷ୍ଟନ କଲେ।


ମଧ୍ୟ ତୁମ୍ଭେ ମୋ’ ଶତ୍ରୁମାନଙ୍କୁ ମୋ’ ନିକଟରୁ ଫେରାଇ ଦେଇଅଛ, ତହିଁରେ ମୁଁ ଆପଣା ଘୃଣାକାରୀମାନଙ୍କୁ ଉଚ୍ଛିନ୍ନ କରିଅଛି।


ପୁଣି, ସେହି ଦିନ ଆମ୍ଭେ ଯିରୂଶାଲମକୁ ସମସ୍ତ ଗୋଷ୍ଠୀ ପ୍ରତି ଭାର ସ୍ୱରୂପ ପ୍ରସ୍ତର କରିବା; ଯେଉଁମାନେ ସେହି ପ୍ରସ୍ତର ଉଠାଇବା ପାଇଁ ଚେଷ୍ଟା କରନ୍ତି, ସେହି ସମସ୍ତେ ଅତ୍ୟନ୍ତ କ୍ଷତବିକ୍ଷତ ହେବେ ଓ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତାହା ବିରୁଦ୍ଧରେ ଏକତ୍ରିତ ହେବେ।


ପୁଣି ଏ ସମସ୍ତ ରାଜା ଏକତ୍ର ମିଳିଲେ ଓ ଇସ୍ରାଏଲ ସହିତ ଯୁଦ୍ଧ କରିବା ପାଇଁ ଆସି ମେରୋମ୍‍ ନାମକ ଜଳାଶୟ ନିକଟରେ ଏକତ୍ର ଛାଉଣି ସ୍ଥାପନ କଲେ।


ସେମାନେ ଡାକ ପକାଇଲେ, ମାତ୍ର ଉଦ୍ଧାର କରିବାକୁ କେହି ନ ଥିଲା, ସଦାପ୍ରଭୁଙ୍କୁ ହିଁ ଡାକିଲେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ ନାହିଁ।


ତୁମ୍ଭେ ସ୍ନେହୀକୁ ଓ ମିତ୍ରକୁ ମୋ’ଠାରୁ ଦୂରରେ ଓ ମୋ’ ପରିଚିତ ଲୋକଙ୍କୁ ଅନ୍ଧକାରରେ ରଖିଅଛ।


Swiv nou:

Piblisite


Piblisite