ଗୀତସଂହିତା 118:12 - ଓଡିଆ ବାଇବେଲ12 ସେମାନେ ମହୁମାଛି ପରି ମୋତେ ଚାରିଆଡ଼େ ଘେରିଲେ; ସେମାନେ କଣ୍ଟା ନିଆଁ ପରି ନିଭି ଯାଇଅଛନ୍ତି; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି। Gade chapit laପବିତ୍ର ବାଇବଲ (Re-edited) - (BSI)12 ସେମାନେ ମଧୁମକ୍ଷିକା ପରି ମୋତେ ଚାରିଆଡ଼େ ଘେରିଲେ; ସେମାନେ କଣ୍ଟା ନିଆଁ ପରି ନିଭି ଯାଇଅଛନ୍ତି; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେମାନେ ମହୁମାଛି ପରି ମୋତେ ଚାରିଆଡ଼େ ଘେରିଲେ; ସେମାନେ କଣ୍ଟା ନିଆଁ ପରି ଲିଭି ଯାଇଅଛନ୍ତି; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି। Gade chapit laପବିତ୍ର ବାଇବଲ12 ଶତ୍ରୁମାନେ ମହୁମାଛି ଦଳ ପରି ମୋର ଚତୁର୍ପାର୍ଶ୍ୱରେ ବାରମ୍ବାର ଘେରିଗଲେ। କିନ୍ତୁ ସେମାନେ କଣ୍ଟା ବୁଦାର ନିଆଁ ପରି ଶୀଘ୍ର ନଷ୍ଟ ହେଲେ। ମୁଁ ସଦାପ୍ରଭୁଙ୍କ ଶକ୍ତିରେ ସେମାନଙ୍କୁ ପରାସ୍ତ କଲି। Gade chapit la |