Biblia Todo Logo
Bib sou entènèt

- Piblisite -




ଗୀତସଂହିତା 118:8 - ଓଡିଆ ବାଇବେଲ

8 ମନୁଷ୍ୟ ଉପରେ ନିର୍ଭର ରଖିବା ଅପେକ୍ଷା ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ମନୁଷ୍ୟ ଉପରେ ନିର୍ଭର ରଖିବା ଅପେକ୍ଷା ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ମନୁଷ୍ୟ ଉପରେ ନିର୍ଭର ରଖିବା ଅପେକ୍ଷା ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ।

Gade chapit la Kopi

ପବିତ୍ର ବାଇବଲ

8 ଲୋକମାନଙ୍କଠାରେ ବିଶ୍ୱାସ ରଖିବା ଅପେକ୍ଷା ସଦାପ୍ରଭୁଙ୍କଠାରେ ରକ୍ଷା ପାଇଁ ନିର୍ଭର ରଖିବା ନିଶ୍ଚିତ ଉତ୍ତମ।

Gade chapit la Kopi




ଗୀତସଂହିତା 118:8
6 Referans Kwoze  

ଯେଉଁ ଜନ ସଦାପ୍ରଭୁଙ୍କୁ ଆପଣାର ବିଶ୍ୱାସଭୂମି କରେ, ପୁଣି, ଅହଂକାରୀକୁ ଓ ମିଥ୍ୟା ପ୍ରତି ଭ୍ରାନ୍ତ ଲୋକଙ୍କୁ ଆଦର କରେ ନାହିଁ, ସେ ଧନ୍ୟ।


ତହିଁରେ ଲାବନ କହିଲା, “ମୁଁ ତୁମ୍ଭକୁ କଅଣ ଦେବି ?” ଯାକୁବ କହିଲା, “ତୁମ୍ଭକୁ କିଛି ଦେବାକୁ ପଡ଼ିବ ନାହିଁ; ଯଦି ତୁମ୍ଭେ ମୋ’ ପାଇଁ ଗୋଟିଏ କର୍ମ କରିବ, ତେବେ ମୁଁ ତୁମ୍ଭର ପଶୁମାନଙ୍କୁ ପୁନର୍ବାର ଚରାଇ ପ୍ରତିପାଳନ କରିବି।


ତୁମ୍ଭେମାନେ ଅଧିପତିମାନଙ୍କ ଉପରେ, କିଅବା ଯାହାଠାରେ କୌଣସି ସାହାଯ୍ୟ ନାହିଁ, ଏପରି ମନୁଷ୍ୟ ସନ୍ତାନ ଉପରେ ନିର୍ଭର କର ନାହିଁ।


Swiv nou:

Piblisite


Piblisite