ଗୀତସଂହିତା 12:4 - ଓଡିଆ ବାଇବେଲ4 ସେମାନେ କହନ୍ତି, ଆମ୍ଭେମାନେ ଜିହ୍ୱା ଦ୍ୱାରା ପ୍ରବଳ ହେବା; ଆମ୍ଭମାନଙ୍କ ଓଷ୍ଠାଧର ଆମ୍ଭମାନଙ୍କ ନିଜର; ଆମ୍ଭମାନଙ୍କ ଉପରେ କର୍ତ୍ତା କିଏ ? Gade chapit laପବିତ୍ର ବାଇବଲ (Re-edited) - (BSI)4 ସେମାନେ କହନ୍ତି, ଆମ୍ଭେମାନେ ଜିହ୍ଵା ଦ୍ଵାରା ପ୍ରବଳ ହେବା; ଆମ୍ଭମାନଙ୍କ ଓଷ୍ଠାଧର ଆମ୍ଭମାନଙ୍କ ନିଜର; ଆମ୍ଭମାନଙ୍କ ଉପରେ କର୍ତ୍ତା କିଏ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେମାନେ କହନ୍ତି, “ଆମ୍ଭେମାନେ ଜିହ୍ୱା ଦ୍ୱାରା ପ୍ରବଳ ହେବା; ଆମ୍ଭମାନଙ୍କ ଓଷ୍ଠାଧର ଆମ୍ଭମାନଙ୍କ ନିଜର; ଆମ୍ଭମାନଙ୍କ ଉପରେ କର୍ତ୍ତା କିଏ?” Gade chapit laପବିତ୍ର ବାଇବଲ4 ସେହି ଲୋକମାନେ କହନ୍ତି, “ଆମ୍ଭେମାନେ ଏହିପରି ମିଥ୍ୟା କହି ଲୋକମାନଙ୍କ ମଧ୍ୟରେ ପ୍ରାଧାନ୍ୟ ବିସ୍ତାର କରିବୁ। ଆମ୍ଭେ ଜାଣୁ ଆମ୍ଭକୁ କ’ଣ କହିବାକୁ ପଡ଼ିବ। ଯାହା ଫଳରେ କେହି ଆମ୍ଭମାନଙ୍କ ଉପରେ କର୍ତ୍ତା ସାଜି ପାରିବ ନାହିଁ।” Gade chapit la |
ଏବେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସର୍ବପ୍ରକାର ବାଦ୍ୟ ଶୁଣିଲେ, ତୁମ୍ଭେମାନେ ଯଦି ମୋ’ ନିର୍ମିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କରିବାକୁ ପ୍ରସ୍ତୁତ ହୁଅ, ତେବେ ଭଲ; ମାତ୍ର ଯଦି ତୁମ୍ଭେମାନେ ପ୍ରଣାମ ନ କର, ତେବେ ସେହି ଦଣ୍ଡରେ ତୁମ୍ଭେମାନେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ; ଆଉ, ଏପରି କେଉଁ ଦେବତା ଅଛି ଯେ ତୁମ୍ଭମାନଙ୍କୁ ମୋ’ ହସ୍ତରୁ ଉଦ୍ଧାର କରିବ ?