Biblia Todo Logo
Bib sou entènèt

- Piblisite -




ଗୀତସଂହିତା 127:5 - ଓଡିଆ ବାଇବେଲ

5 ଯାହାର ତୂଣ ତାଦୃଶ ତୀରରେ ପୂର୍ଣ୍ଣ, ସେ ଜନ ସୁଖୀ; ସେମାନେ ନଗର-ଦ୍ୱାରରେ ଶତ୍ରୁଗଣ ସଙ୍ଗେ କଥା କହିବା ବେଳେ ଲଜ୍ଜିତ ହେବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଯାହାର ତୂଣ ତାଦୃଶ ତୀରରେ ପୂର୍ଣ୍ଣ, ସେ ଜନ ସୁଖୀ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଯାହାର ତୂଣ ତାଦୃଶ ତୀରରେ ପୂର୍ଣ୍ଣ, ସେ ଜନ ସୁଖୀ; ସେମାନେ ନଗର-ଦ୍ୱାରରେ ଶତ୍ରୁଗଣ ସଙ୍ଗେ କଥା କହିବା ବେଳେ ଲଜ୍ଜିତ ହେବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

5 ସେହି ବ୍ୟକ୍ତି ଭାଗ୍ୟବାନ୍, ଯେଉଁ ବ୍ୟକ୍ତିର କେବେବି ପରାସ୍ତ ହେବ ନାହିଁ, ଯେତେବେଳେ ତାହାଙ୍କୁ ଶତ୍ରୁଗଣ ନଗର ଫାଟକରେ ଅବରୋଧ କରନ୍ତି। ପୁତ୍ର ରୂପକ ବାଣରେ ଭର୍ତ୍ତି ହୁଏ, ସେ ହେଉଛି ଭାଗ୍ୟବାନ୍।

Gade chapit la Kopi




ଗୀତସଂହିତା 127:5
6 Referans Kwoze  

ହେ ମୋହର ପୁତ୍ର, ଜ୍ଞାନବାନ ହୁଅ ଓ ମୋ’ ମନକୁ ଆହ୍ଲାଦିତ କର; ତହିଁରେ ମୁଁ ଆପଣା ନିନ୍ଦକକୁ ଉତ୍ତର ଦେଇ ପାରିବି।


ତାହାର ସନ୍ତାନଗଣ ସୁରକ୍ଷାଠାରୁ ଦୂରରେ ଅଛନ୍ତି ଓ ସେମାନେ ନଗରଦ୍ୱାରରେ ମର୍ଦ୍ଦିତ ହୁଅନ୍ତି, ଅବା ସେମାନଙ୍କୁ ଉଦ୍ଧାର କରିବାକୁ କେହି ନ ଥାଏ।


ଯୋଷେଫ ଇଫ୍ରୟିମର ତୃତୀୟ ପୁରୁଷ ପର୍ଯ୍ୟନ୍ତ ସନ୍ତାନସନ୍ତତି ଦେଖିଲେ; ପୁଣି, ଯୋଷେଫ ମନଃଶିର ମାଖୀର ନାମକ ପୁତ୍ରର ଶିଶୁସନ୍ତାନମାନଙ୍କୁ କୋଳ କଲେ।


ସେହି ପରମେଶ୍ୱର ମୋ’ ପକ୍ଷରେ ପରିଶୋଧ ନିଅନ୍ତି ଓ ଗୋଷ୍ଠୀୟମାନଙ୍କୁ ମୋହର ବଶୀଭୂତ କରନ୍ତି।


ପୁଣି, ତାହାର ସାତ ପୁତ୍ର ଓ ତିନି କନ୍ୟା ଜନ୍ମିଥିଲେ।


Swiv nou:

Piblisite


Piblisite