ଗୀତସଂହିତା 13:1 - ଓଡିଆ ବାଇବେଲ1 ହେ ସଦାପ୍ରଭୁ, ତୁମ୍ଭେ କେତେ କାଳ ପର୍ଯ୍ୟନ୍ତ ମୋତେ ପାସୋରିବ ? ତୁମ୍ଭେ କେତେ କାଳ ମୋ’ଠାରୁ ଆପଣା ମୁଖ ଲୁଚାଇବ ? Gade chapit laପବିତ୍ର ବାଇବଲ (Re-edited) - (BSI)1 ହେ ସଦାପ୍ରଭୋ, କେତେ କାଳ, ତୁମ୍ଭେ କି ସଦାକାଳ ମୋତେ ପାସୋରିବ? ତୁମ୍ଭେ କେତେ କାଳ ମୋʼଠାରୁ ଆପଣା ମୁଖ ଲୁଚାଇବ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ସଦାପ୍ରଭୋ, ତୁମ୍ଭେ କେତେ କାଳ ପର୍ଯ୍ୟନ୍ତ ମୋତେ ପାସୋରିବ? ତୁମ୍ଭେ କେତେ କାଳ ମୋʼ ଠାରୁ ଆପଣା ମୁଖ ଲୁଚାଇବ? Gade chapit laପବିତ୍ର ବାଇବଲ1 ହେ ସଦାପ୍ରଭୁ, କେତେଦିନ ମୋତେ ଭୁଲି ଯିବ? ସତରେ କ’ଣ ତୁମେ ମୋତେ ସବୁଦିନ ପାଇଁ ଭୁଲି ପାରିବ? କେତେଦିନ ପର୍ଯ୍ୟନ୍ତ ଗ୍ରହଣ କରିବାକୁ ମନା କରବ? Gade chapit la |
ସେ ସମୟରେ ସେମାନଙ୍କ ପ୍ରତିକୂଳରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେବ, ତେଣୁ ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା ଓ ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବା, ତହିଁରେ ସେମାନେ ଗ୍ରାସିତ ହେବେ ଓ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ; ତହୁଁ ସେହି ସମୟରେ ସେମାନେ କହିବେ, “ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ମଧ୍ୟରେ ନ ଥିବାରୁ କି ଏହି ସବୁ ଅମଙ୍ଗଳ ଆମ୍ଭମାନଙ୍କୁ ଘଟୁ ନାହିଁ ?”