Biblia Todo Logo
Bib sou entènèt

- Piblisite -




ଗୀତସଂହିତା 135:3 - ଓଡିଆ ବାଇବେଲ

3 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ନାମ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର; କାରଣ ତାହା ମନୋହର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ନାମ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର; କାରଣ ତାହା ମନୋହର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; କାରଣ ତାହା ମନୋହର।

Gade chapit la Kopi

ପବିତ୍ର ବାଇବଲ

3 ସଦାପ୍ରଭୁଙ୍କୁ ପ୍ରଶଂସା କର କାରଣ ସଦାପ୍ରଭୁ ମଙ୍ଗଳମୟ ଅଟନ୍ତି। ତାଙ୍କ ନାମର ପ୍ରଶଂସା ଗାନ କର, କାରଣ ଏହା ଆନନ୍ଦ ଆଣେ।

Gade chapit la Kopi




ଗୀତସଂହିତା 135:3
12 Referans Kwoze  

ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। କାରଣ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବାର ଉତ୍ତମ; ଯେହେତୁ ତାହା ମନୋହର ଓ ପ୍ରଶଂସା ଶୋଭନୀୟ।


ତୁମ୍ଭେ ମଙ୍ଗଳମୟ ଓ ମଙ୍ଗଳକାରୀ; ମୋତେ ତୁମ୍ଭ ବିଧିସବୁ ଶିଖାଅ।


ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ। ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ।


ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ଉଲ୍ଲାସ କର; ପ୍ରଶଂସା କରିବା ସରଳ ଲୋକଙ୍କର ଶୋଭନୀୟ।


ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, କାରଣ ସେ ମଙ୍ଗଳମୟ; ହଁ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।


ସେ ତାହାଙ୍କୁ କହିଲେ, ସତ୍ କେବଳ ଜଣେ; କିନ୍ତୁ ତୁମ୍ଭେ ଯଦି ଜୀବନରେ ପ୍ରବେଶ କରିବାକୁ ଇଚ୍ଛା କର, ତେବେ ଆଜ୍ଞାସବୁ ପାଳନ କର ।


କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; ଆଉ, ତାହାଙ୍କର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ଥାଏ।


ଯେପରି ମେଦ ଓ ମଜ୍ଜାରେ, ସେପରି ମୋହର ପ୍ରାଣ ପରିତୃପ୍ତ ହେବ ଓ ମୋ’ ମୁଖ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବ।


ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।


ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।


Swiv nou:

Piblisite


Piblisite