ଗୀତସଂହିତା 139:1 - ଓଡିଆ ବାଇବେଲ1 ହେ ସଦାପ୍ରଭୁ, ତୁମ୍ଭେ ମୋହର ଅନୁସନ୍ଧାନ କରିଅଛ ଓ ମୋହର ପରିଚୟ ନେଇଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)1 ହେ ସଦାପ୍ରଭୋ, ତୁମ୍ଭେ ମୋହର ଅନୁସନ୍ଧାନ କରିଅଛ ଓ ମୋହର ପରିଚୟ ନେଇଅଛ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ସଦାପ୍ରଭୋ, ତୁମ୍ଭେ ମୋହର ଅନୁସନ୍ଧାନ କରିଅଛ ଓ ମୋହର ପରିଚୟ ନେଇଅଛ। Gade chapit laପବିତ୍ର ବାଇବଲ1 ହେ ସଦାପ୍ରଭୁ, ତୁମ୍ଭେ ମୋତେ ପରୀକ୍ଷା କରିଅଛ। ତୁମ୍ଭେ ମୋର ସମସ୍ତ ବିଷୟରେ ଜାଣିଅଛ। Gade chapit la |
ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।
ସେ ତୃତୀୟ ଥର ତାଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ ? ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ, ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୋ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି । ଯୀଶୁ ତାଙ୍କୁ କହିଲେ, ମୋହର ମେଷମାନଙ୍କୁ ଚରାଅ ।