Biblia Todo Logo
Bib sou entènèt

- Piblisite -




ଗୀତସଂହିତା 139:11 - ଓଡିଆ ବାଇବେଲ

11 ଯଦି ମୁଁ କହେ, “ନିଶ୍ଚୟ ଅନ୍ଧକାର ମୋତେ ମଗ୍ନ କରିବ ଓ ମୋ’ ଚତୁର୍ଦ୍ଦିଗସ୍ଥ ଆଲୁଅ ରାତ୍ରି ହେବ,”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଯେବେ ମୁଁ କହେ, ନିଶ୍ଚୟ ଅନ୍ଧକାର ମୋତେ ମଗ୍ନ କରିବ ଓ ମୋʼ ଚତୁର୍ଦ୍ଦିଗସ୍ଥ ଆଲୁଅ ରାତ୍ରି ହେବ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଯଦି ମୁଁ କହେ, ନିଶ୍ଚୟ ଅନ୍ଧକାର ମୋତେ ମଗ୍ନ କରିବ ଓ ମୋʼ ଚତୁର୍ଦ୍ଦିଗସ୍ଥ ଆଲୁଅ ରାତ୍ରି ହେବ,

Gade chapit la Kopi

ପବିତ୍ର ବାଇବଲ

11 ହେ ସଦାପ୍ରଭୁ, ମୁଁ ତୁମ୍ଭଠାରୁ ଲୁଚିବା ପାଇଁ ଚେଷ୍ଟା କରି କୁହେ, “ଯଦି ରାତ୍ରି ଦିନରେ ପରିଣତ ହେଲା ତେବେ ଅନ୍ଧକାର ନିଶ୍ଚିତ ଭାବରେ ମୋତେ ଆଚ୍ଛାଦନ କରିବ।”

Gade chapit la Kopi




ଗୀତସଂହିତା 139:11
8 Referans Kwoze  

ସେ ଅନ୍ଧକାରରୁ ନିଗୂଢ଼ ବିଷୟ ପ୍ରକାଶ କରନ୍ତି ଓ ମୃତ୍ୟୁୁଚ୍ଛାୟାକୁ ଆଲୁଅକୁ ଆଣନ୍ତି।


ସଦାପ୍ରଭୁ କହନ୍ତି, “ଆମ୍ଭେ ଯେଉଁ ସ୍ଥାନରେ ଦେଖି ନ ପାରିବୁ, ଏପରି ଗୁପ୍ତ ସ୍ଥାନରେ କି କେହି ଆପଣାକୁ ଲୁଚାଇ ପାରେ ?” ସଦାପ୍ରଭୁ କହନ୍ତି, “ଆମ୍ଭେ କି ସ୍ୱର୍ଗ ଓ ମର୍ତ୍ତ୍ୟ ବ୍ୟାପି ନ ଥାଉ ?


ପୁଣି, ସଦାପ୍ରଭୁ ଦେଖିବେ ନାହିଁ, କିଅବା ଯାକୁବର ପରମେଶ୍ୱର ବିବେଚନା କରିବେ ନାହିଁ, ଏହା ସେମାନେ କହନ୍ତି।


ଯେଉଁମାନେ ସଦାପ୍ରଭୁଙ୍କଠାରୁ ଆପଣା ଆପଣା ମନ୍ତ୍ରଣା ଗୁପ୍ତ କରିବାକୁ ଅତିଶୟ ଚେଷ୍ଟା କରନ୍ତି, ସେମାନେ ସନ୍ତାପର ପାତ୍ର ! ଆଉ, ସେମାନେ ଅନ୍ଧକାରରେ ଆପଣା ଆପଣା କର୍ମ କରି କହନ୍ତି, “ଆମ୍ଭମାନଙ୍କୁ କିଏ ଦେଖୁଅଛି ? ଓ ଆମ୍ଭମାନଙ୍କୁ କିଏ ଚିହ୍ନୁଅଛି ?”


ଏଣୁ ସେ ମଧ୍ୟରାତ୍ରରେ ଉଠି ଆପଣଙ୍କ ଦାସୀ ନିଦ୍ରିତା ଥିବା ବେଳେ ମୋ’ ପାଖରୁ ମୋହର ପୁତ୍ରକୁ ନେଇ ଆପଣା କୋଳରେ ଶୁଆଇଲା ଓ ତାହାର ମଲା ପିଲାକୁ ମୋ’ କୋଳରେ ଶୁଆଇ ଦେଲା।


ଯେଉଁଠାରେ ଅଧର୍ମାଚାରୀଗଣ ଲୁଚି ପାରନ୍ତି, ଏପରି ଅନ୍ଧକାର ଓ ମୃତ୍ୟୁଚ୍ଛାୟା ନାହିଁ।


Swiv nou:

Piblisite


Piblisite