Biblia Todo Logo
Bib sou entènèt

- Piblisite -




ଗୀତସଂହିତା 139:12 - ଓଡିଆ ବାଇବେଲ

12 ତେବେ ଅନ୍ଧକାର ହିଁ ତୁମ୍ଭଠାରୁ ଲୁଚାଏ ନାହିଁ, ବରଞ୍ଚ ରାତ୍ରି ଦିବସ ପରି ଦୀପ୍ତିମାନ ହୁଏ; ତୁମ୍ଭ ପ୍ରତି ଅନ୍ଧାର ଓ ଆଲୁଅ ଦୁଇ ସମାନ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତେବେ ଅନ୍ଧକାର ହିଁ ତୁମ୍ଭଠାରୁ ଲୁଚାଏ ନାହିଁ, ବରଞ୍ଚ ରାତ୍ରି ଦିବସ ପରି ଦୀପ୍ତିମାନ ହୁଏ; ତୁମ୍ଭ ପ୍ରତି ଅନ୍ଧାର ଓ ଆଲୁଅ ଦୁଇ ସମାନ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତେବେ ଅନ୍ଧକାର ହିଁ ତୁମ୍ଭଠାରୁ ଲୁଚାଏ ନାହିଁ, ବରଞ୍ଚ ରାତ୍ରି ଦିବସ ପରି ଦୀପ୍ତିମାନ ହୁଏ; ତୁମ୍ଭ ପ୍ରତି ଅନ୍ଧାର ଓ ଆଲୁଅ ଦୁଇ ସମାନ।

Gade chapit la Kopi

ପବିତ୍ର ବାଇବଲ

12 କିନ୍ତୁ ସଦାପ୍ରଭୁ, ଏପରିକି ଅନ୍ଧକାର ତୁମ୍ଭ ପାଇଁ ଅନ୍ଧକାର ନୁହେଁ। ରାତ୍ରି ହେଉଛି ଦିନ ଭଳି ଉଜ୍ଜ୍ୱଳ। ଅନ୍ଧକାର ଏବଂ ଉଜ୍ଜ୍ୱଳ ହେଉଛି ତୁମ୍ଭ ପାଇଁ ସମାନ।

Gade chapit la Kopi




ଗୀତସଂହିତା 139:12
6 Referans Kwoze  

ସେ ଗଭୀର ଓ ଗୁପ୍ତ ବିଷୟସବୁ ପ୍ରକାଶ କରନ୍ତି; ଅନ୍ଧକାରରେ ଯାହା ଅଛି, ତାହା ସେ ଜାଣନ୍ତି ଓ ତାହାଙ୍କ ନିକଟରେ ଜ୍ୟୋତିଃ ବାସ କରଇ।


ଯେଉଁଠାରେ ଅଧର୍ମାଚାରୀଗଣ ଲୁଚି ପାରନ୍ତି, ଏପରି ଅନ୍ଧକାର ଓ ମୃତ୍ୟୁଚ୍ଛାୟା ନାହିଁ।


ତେଣୁ ଲୋକମାନେ ଦୂରରେ ଠିଆ ହୋଇ ରହିଲେ; ମାତ୍ର ଯେଉଁଠାରେ ପରମେଶ୍ୱର ଥିଲେ, ମୋଶା ସେହି ଘୋର ଅନ୍ଧକାର ନିକଟକୁ ଗମନ କଲେ।


ଈଶ୍ୱରଙ୍କ ସମ୍ମୁଖରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଙ୍ଗ ଓ ଅନାବୃତ ଅଟେ ।


ତାହାଙ୍କ ସମ୍ମୁଖରେ ପାତାଳ ଅନାବୃତ ଓ ବିନାଶ ସ୍ଥାନର କୌଣସି ଆବରଣ ନାହିଁ।


ସେହି ମେଘସ୍ତମ୍ଭ ମିସ୍ରୀୟ ଦଳ ଓ ଇସ୍ରାଏଲୀୟ ଦଳ ମଧ୍ୟକୁ ଆସିଲା, ପୁଣି, ମେଘ ଓ ଅନ୍ଧକାର ହେଲେ ହେଁ ତାହା ରାତ୍ରିକୁ ଆଲୋକମୟ କଲା; ଏଥିପାଇଁ ସମସ୍ତ ରାତ୍ରି ଏକ ଦଳ ଅନ୍ୟ ଦଳ ନିକଟକୁ ଆସି ପାରିଲେ ନାହିଁ।


Swiv nou:

Piblisite


Piblisite