ଗୀତସଂହିତା 139:3 - ଓଡିଆ ବାଇବେଲ3 ତୁମ୍ଭେ ମୋହର ଗମନ ଓ ଶୟନ ଅନୁସନ୍ଧାନ କରୁଅଛ, ଆଉ ମୋହର ସକଳ ଗତି ଜାଣୁଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)3 ତୁମ୍ଭେ ମୋହର ଗମନ ଓ ଶୟନ ଅନୁସନ୍ଧାନ କରୁଅଛ, ଆଉ ମୋହର ସକଳ ଗତି ଜାଣୁଅଛ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତୁମ୍ଭେ ମୋହର ଗମନ ଓ ଶୟନ ଅନୁସନ୍ଧାନ କରୁଅଛ, ଆଉ ମୋହର ସକଳ ଗତି ଜାଣୁଅଛ। Gade chapit laପବିତ୍ର ବାଇବଲ3 ସଦାପ୍ରଭୁ ତୁମ୍ଭେ ଜାଣ, ମୁଁ କେଉଁଠାକୁ ଯାଏ ଏବଂ କେତେବେଳେ ମୁଁ ତଳେ ପଡ଼େ। ମୁଁ ଯାହାକିଛି କରୁଛି ତାହା ସବୁ ତୁମ୍ଭେ ଜାଣ। Gade chapit la |