Biblia Todo Logo
Bib sou entènèt

- Piblisite -




ଗୀତସଂହିତା 139:6 - ଓଡିଆ ବାଇବେଲ

6 ଏହି ପ୍ରକାର ଜ୍ଞାନ ମୋ’ ପ୍ରତି ଅତି ଆଶ୍ଚର୍ଯ୍ୟ; ତାହା ଉଚ୍ଚ, ମୋ’ ବୋଧର ଅଗମ୍ୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଏହି ପ୍ରକାର ଜ୍ଞାନ ମୋʼ ପ୍ରତି ଅତି ଆଶ୍ଚର୍ଯ୍ୟ; ତାହା ଉଚ୍ଚ, ମୋʼ ବୋଧର ଅଗମ୍ୟ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏହି ପ୍ରକାର ଜ୍ଞାନ ମୋʼ ପ୍ରତି ଅତି ଆଶ୍ଚର୍ଯ୍ୟ; ତାହା ଉଚ୍ଚ, ମୋʼ ବୋଧର ଅଗମ୍ୟ।

Gade chapit la Kopi

ପବିତ୍ର ବାଇବଲ

6 ମୁଁ ଆଶ୍ଚର୍ଯ୍ୟ ହୁଏ ଯେ, ତୁମ୍ଭେ ଯାହାସବୁ ଜାଣ। ମୁଁ ତାକୁ ବୁଝିପାରେ ନାହିଁ।

Gade chapit la Kopi




ଗୀତସଂହିତା 139:6
8 Referans Kwoze  

ଆହା ! ଈଶ୍ୱରଙ୍କ ବୁଦ୍ଧି ଓ ଜ୍ଞାନରୂପ ନିଧି କେଡ଼େ ଗଭୀର ! ତାହାଙ୍କର ବିଚାରସବୁ କିପରି ବୋଧର ଅଗମ୍ୟ ଓ ତାହାଙ୍କ ପଥସବୁ କିପରି ରହସ୍ୟାବୃତ !


ଜ୍ଞାନ ବିନା ମନ୍ତ୍ରଣା ଗୋପନକାରୀ ଏ କିଏ ? ସତ୍ୟ, ମୁଁ ଯାହା ବୁଝିଲି ନାହିଁ, ଯେଉଁ ଅତି ଆଶ୍ଚର୍ଯ୍ୟ କଥା ଜାଣିଲି ନାହିଁ, ତାହା ହିଁ କହିଅଛି।


ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ତୁମ୍ଭର କୃତ ଆଶ୍ଚର୍ଯ୍ୟ କର୍ମ ଓ ଆମ୍ଭମାନଙ୍କ ପକ୍ଷରେ ତୁମ୍ଭର ସଂକଳ୍ପ ଅନେକ; ତାହାସବୁ ତୁମ୍ଭ ସାକ୍ଷାତରେ ସଜାଯାଇ ନ ପାରେ; ମୁଁ ସେହି ସବୁ ବିଷୟ ବର୍ଣ୍ଣନା କରି କହନ୍ତି, ମାତ୍ର ତାହାସବୁ ଗଣନା କରାଯାଇ ନ ପାରେ।


ଦେଖ, ଏହିସବୁ ତାହାଙ୍କ ମାର୍ଗର ପ୍ରାନ୍ତଭାଗ ମାତ୍ର; ଆଉ, ତାହାଙ୍କ ବିଷୟରେ ଆମ୍ଭେମାନେ କେଡ଼େ ଈଷତ୍‍ କ୍ଷୀଣ ସ୍ୱର ଶୁଣୁଥାଉ ! ମାତ୍ର ତାହାଙ୍କ ପରାକ୍ରମର ଗର୍ଜ୍ଜନ କିଏ ବୁଝିପାରେ ?”


ହେ ସଦାପ୍ରଭୁ, ତୁମ୍ଭେ କେତେ କାଳ ପର୍ଯ୍ୟନ୍ତ ମୋତେ ପାସୋରିବ ? ତୁମ୍ଭେ କେତେ କାଳ ମୋ’ଠାରୁ ଆପଣା ମୁଖ ଲୁଚାଇବ ?


ତିନି କଥା ମୋହର ବୋଧାଗମ୍ୟ, ପୁଣି, ଚାରି କଥା ମୁଁ ଜାଣୁ ନାହିଁ।


Swiv nou:

Piblisite


Piblisite