Biblia Todo Logo
Bib sou entènèt

- Piblisite -




ଗୀତସଂହିତା 139:7 - ଓଡିଆ ବାଇବେଲ

7 ତୁମ୍ଭ ଆତ୍ମାଠାରୁ ମୁଁ କେଉଁଠାକୁ ଯିବି ? ଅବା ତୁମ୍ଭ ସାକ୍ଷାତରୁ ମୁଁ କେଉଁଠାକୁ ପଳାଇବି ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତୁମ୍ଭ ଆତ୍ମାଠାରୁ ମୁଁ କେଉଁଠାକୁ ଯିବି? ଅବା ତୁମ୍ଭ ସାକ୍ଷାତରୁ ମୁଁ କେଉଁଠାକୁ ପଳାଇବି?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତୁମ୍ଭ ଆତ୍ମାଠାରୁ ମୁଁ କେଉଁଠାକୁ ଯିବି? ଅବା ତୁମ୍ଭ ସାକ୍ଷାତରୁ ମୁଁ କେଉଁଠାକୁ ପଳାଇବି?

Gade chapit la Kopi

ପବିତ୍ର ବାଇବଲ

7 ମୁଁ ଯୁଆଡ଼େ ଯାଏ, ତୁମ୍ଭର ଆତ୍ମା ସବୁଠାରେ ଥାଏ। ମୁଁ ତୁମ୍ଭର ଉପସ୍ଥିତିରୁ ଖସିଯାଇ ପାରିବି ନାହିଁ।

Gade chapit la Kopi




ଗୀତସଂହିତା 139:7
5 Referans Kwoze  

ମାତ୍ର ଯୂନସ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ପଳାଇ ଯିବା ନିମନ୍ତେ ଉଠିଲେ ଓ ଯାଫୋ ନଗରକୁ ଯାଇ ତର୍ଶୀଶଗାମୀ ଏକ ଜାହାଜ ପାଇଲେ; ତହୁଁ ସେ ତହିଁର ଭଡ଼ା ଦେଇ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ସେମାନଙ୍କ ସଙ୍ଗେ ଯିବା ନିମନ୍ତେ ସେହି ଜାହାଜରେ ଚଢ଼ିଲେ।


ଏଥିରେ ସେହି ଲୋକମାନେ ମହାଭୀତ ହୋଇ ତାଙ୍କୁ କହିଲେ, “ତୁମ୍ଭେ ଏ କି କର୍ମ କରିଅଛ ? କାରଣ ସେ ଜଣାଇଥିବାରୁ ସେମାନେ ଜାଣିଥିଲେ ଯେ, ସେ ସଦାପ୍ରଭୁଙ୍କ ଛାମୁରୁ ପଳାଉଅଛନ୍ତି।”


ସେଥିରେ ପିତର ତାହାକୁ କହିଲେ, "ପ୍ରଭୁଙ୍କ ଆତ୍ମାଙ୍କୁ ପରୀକ୍ଷା କରିବା ନିମନ୍ତେ ତୁମ୍ଭେମାନେ କାହିଁକି ଏକମତ ହେଲ" ? ଦେଖ, ଯେଉଁମାନେ ତୁମ୍ଭ ସ୍ୱାମୀକୁ ସମାଧି ଦେଇଛନ୍ତି, ସେମାନେ ଦ୍ୱାର ପାଖରେ ଉପସ୍ଥିତ ହେଲେଣି, ଆଉ ସେମାନେ ତୁମ୍ଭକୁ ବାହାରକୁ ବହିନେଇଯିବେ ।


ପୁଣି, ତୁମ୍ଭେ କହୁଅଛ, ‘ପରମେଶ୍ୱର କ’ଣ ଜାଣନ୍ତି ?’ ସେ ନିବିଡ଼ ଅନ୍ଧକାର ଦେଇ କ’ଣ ବିଚାର କରିପାରନ୍ତି ?


Swiv nou:

Piblisite


Piblisite