Biblia Todo Logo
Bib sou entènèt

- Piblisite -




ଗୀତସଂହିତା 143:3 - ଓଡିଆ ବାଇବେଲ

3 ଶତ୍ରୁ ମୋ’ ପ୍ରାଣକୁ ତାଡ଼ନା କରିଅଛି; ସେ ମୋ’ ଜୀବନକୁ ଭୂମିରେ ଚୂର୍ଣ୍ଣ କରିଅଛି; ସେ ବହୁ କାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରାଇ ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଶତ୍ରୁ ମୋʼ ପ୍ରାଣକୁ ତାଡ଼ନା କରିଅଛି; ସେ ମୋʼ ଜୀବନକୁ ଭୂମିରେ ଚୂର୍ଣ୍ଣ କରିଅଛି; ସେ ବହୁ କାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରାଇ ଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଶତ୍ରୁ ମୋʼ ପ୍ରାଣକୁ ତାଡ଼ନା କରିଅଛି; ସେ ମୋʼ ଜୀବନକୁ ଭୂମିରେ ଚୂର୍ଣ୍ଣ କରିଅଛି; ସେ ବହୁ କାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରାଇଅଛି।

Gade chapit la Kopi

ପବିତ୍ର ବାଇବଲ

3 ଶତ୍ରୁଗଣ ମୋ’ ପଛରେ ଗୋଡ଼ାଉଛନ୍ତି। ସେମାନେ ମୋ’ ଜୀବନକୁ ଭୂମିରେ ଚୂର୍ଣ୍ଣ କରିଅଛନ୍ତି। ସେମାନେ ବହୁକାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରିବା ପାଇଁ ବାଧ୍ୟ କରୁଛନ୍ତି।

Gade chapit la Kopi




ଗୀତସଂହିତା 143:3
14 Referans Kwoze  

ସେ ବହୁ କାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରାଇ ଅଛନ୍ତି।


ମୋ’ କାକୂକ୍ତିରେ ମନୋଯୋଗ କର; କାରଣ ମୁଁ ଅତି ଅଧୋନତ ହୋଇଅଛି; ମୋ’ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର; କାରଣ ସେମାନେ ମୋ’ ଅପେକ୍ଷା ବଳବାନ।


ମୋ’ ପ୍ରାଣର ଅନ୍ୱେଷଣକାରୀମାନେ ଲଜ୍ଜିତ ଓ ଅପମାନିତ ହେଉନ୍ତୁ; ମୋହର ଅନିଷ୍ଟ ଚିନ୍ତକମାନେ ବିମୁଖ ଓ ବିବ୍ରତ ହେଉନ୍ତୁ।


ତେବେ ଶତ୍ରୁ ମୋହର ପ୍ରାଣ ପଛେ ଦୌଡ଼ି ତାହାକୁ ଧରୁ; ଆହୁରି, ସେ ମୋ’ ଜୀବନକୁ ଭୂମିରେ ଦଳି ପକାଉ, ପୁଣି, ମୋ’ ଗୌରବକୁ ଧୂଳିସାତ୍‍ କରୁ। [ସେଲା]


ତହୁଁ ଯୋୟାବ ତାହା ଜଣାଇବା ଲୋକଙ୍କୁ କହିଲା, “ଦେଖ ! ତୁମ୍ଭେ ଏହା ଦେଖିଲ, ମାତ୍ର କାହିଁକି ତୁମ୍ଭେ ସେଠାରେ ତାଙ୍କୁ ମାରି ଭୂମିରେ ପକାଇ ନ ଦେଲ ? ତାହା କରିଥିଲେ, ମୁଁ ତୁମ୍ଭକୁ ଦଶ ଖଣ୍ଡ ରୂପା ଓ ଏକ କଟିବନ୍ଧନ ଦେଇଥା’ନ୍ତି।”


ତହୁଁ ଅବ୍‍ନର ପୁନର୍ବାର ଅସାହେଲକୁ କହିଲା, “ମୋହର ପଶ୍ଚାଦ୍‍ଗମନରୁ ଫେର; ମୁଁ କାହିଁକି ତୁମ୍ଭକୁ ଆଘାତ କରି ଭୂମିସାତ୍‍ କରିବି ? ତାହା କଲେ ମୁଁ କିପରି ତୁମ୍ଭ ଭାଇ ଯୋୟାବ ଆଗରେ ମୁଖ ଦେଖାଇବି ?”


ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହି ଅସ୍ଥିସକଳ ସମୁଦାୟ ଇସ୍ରାଏଲ ବଂଶ ଅଟନ୍ତି; ଦେଖ, ସେମାନେ କହନ୍ତି, ଆମ୍ଭମାନଙ୍କର ଅସ୍ଥିସବୁ ଶୁଷ୍କ ହୋଇଅଛି, ଆମ୍ଭମାନଙ୍କର ଭରସା ନଷ୍ଟ ହୋଇଅଛି; ଆମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହୋଇଅଛୁ।


କାରଣ ଅପରିଚିତ ଲୋକମାନେ ମୋ’ ବିରୁଦ୍ଧରେ ଉଠିଅଛନ୍ତି, ପୁଣି, ଦୁରନ୍ତ ଲୋକମାନେ ମୋ’ ପ୍ରାଣ ଖୋଜି ଅଛନ୍ତି। ସେମାନେ ପରମେଶ୍ୱରଙ୍କୁ ଆପଣା ସମ୍ମୁଖରେ ରଖି ନାହାନ୍ତି। [ସେଲା]


ହେ ସଦାପ୍ରଭୁ, ଆପଣା କ୍ରୋଧରେ ଉଠ, ମୋ’ ବିପକ୍ଷଗଣର କୋପ ପ୍ରତିକୂଳରେ ଆପଣାକୁ ଉଠାଅ ଓ ମୋ’ ପକ୍ଷରେ ଜାଗ୍ରତ ହୁଅ; ତୁମ୍ଭେ ନ୍ୟାୟ ବିଚାର କର।


ହେ ମୋର ଶତ୍ରୁ, ମୋର ପ୍ରତିକୂଳରେ ଆନନ୍ଦ କର ନାହିଁ; ମୁଁ ପଡ଼ିଲେ ଉଠିବି; ମୁଁ ଅନ୍ଧକାରରେ ବସିଲେ ସଦାପ୍ରଭୁ ମୋର ଦୀପ୍ତିସ୍ୱରୂପ ହେବେ।


Swiv nou:

Piblisite


Piblisite