ଗୀତସଂହିତା 146:2 - ଓଡିଆ ବାଇବେଲ2 ମୁଁ ବଞ୍ଚିଥିବାଯାଏ ସଦାପ୍ରଭୁଙ୍କର ପ୍ରଶଂସା କରିବି; ଯେପର୍ଯ୍ୟନ୍ତ ମୋହର କୌଣସି ସତ୍ତା ଥାଏ, ସେପର୍ଯ୍ୟନ୍ତ ମୁଁ ଆପଣା ପରମେଶ୍ୱରଙ୍କର ପ୍ରଶଂସାଗାନ କରିବି। Gade chapit laପବିତ୍ର ବାଇବଲ (Re-edited) - (BSI)2 ମୁଁ ବଞ୍ଚିବାଯାଏ ସଦାପ୍ରଭୁଙ୍କର ପ୍ରଶଂସା କରିବି; ଯେପର୍ଯ୍ୟନ୍ତ ମୋହର କୌଣସି ସତ୍ତା ଥାଏ, ସେପର୍ଯ୍ୟନ୍ତ ମୁଁ ଆପଣା ପରମେଶ୍ଵରଙ୍କର ପ୍ରଶଂସାଗାନ କରିବି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମୁଁ ବଞ୍ଚିଥିବା ଯାଏ ସଦାପ୍ରଭୁଙ୍କର ପ୍ରଶଂସା କରିବି; ଯେପର୍ଯ୍ୟନ୍ତ ମୋହର କୌଣସି ସତ୍ତା ଥାଏ, ସେପର୍ଯ୍ୟନ୍ତ ମୁଁ ଆପଣା ପରମେଶ୍ୱରଙ୍କର ପ୍ରଶଂସା ଗାନ କରିବି। Gade chapit laପବିତ୍ର ବାଇବଲ2 ମୁଁ ଜୀବନସାରା ସଦାପ୍ରଭୁଙ୍କର ପ୍ରଶଂସା କରିବି। ମୁଁ ଜୀବନସାରା ମୋର ପରମେଶ୍ୱରଙ୍କର ପ୍ରଶଂସାର ଗୀତ ଗାଇବି। Gade chapit la |