Biblia Todo Logo
Bib sou entènèt

- Piblisite -




ଗୀତସଂହିତା 146:8 - ଓଡିଆ ବାଇବେଲ

8 ସଦାପ୍ରଭୁ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରନ୍ତି; ସଦାପ୍ରଭୁ ନଇଁ ପଡ଼ିବା ଲୋକମାନଙ୍କୁ ଉଠାନ୍ତି; ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ସଦାପ୍ରଭୁ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରନ୍ତି; ସଦାପ୍ରଭୁ ନଇଁ ପଡ଼ିବା ଲୋକମାନଙ୍କୁ ଉଠାନ୍ତିନ୍ତ ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସଦାପ୍ରଭୁ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରନ୍ତି; ସଦାପ୍ରଭୁ ନଇଁ ପଡ଼ିବା ଲୋକମାନଙ୍କୁ ଉଠାନ୍ତି; ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି।

Gade chapit la Kopi

ପବିତ୍ର ବାଇବଲ

8 ସଦାପ୍ରଭୁ ଆମ୍ଭମାନଙ୍କୁ ଦୃଷ୍ଟି ପ୍ରଦାନ କରନ୍ତି। ସଦାପ୍ରଭୁ ବିପଦରେ ପଡ଼ୁଥିବା ଲୋକମାନଙ୍କୁ ଉଠାନ୍ତି। ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି।

Gade chapit la Kopi




ଗୀତସଂହିତା 146:8
18 Referans Kwoze  

କାରଣ ସଦାପ୍ରଭୁ ଧର୍ମମୟ; ସେ ଧାର୍ମିକତାକୁ ପ୍ରେମ କରନ୍ତି; ସରଳ ଲୋକ ତାହାଙ୍କ ମୁଖ ଦର୍ଶନ କରିବ।


ସଦାପ୍ରଭୁ ସମସ୍ତ ପଡ଼ିବା ଲୋକଙ୍କୁ ଧରି ରଖନ୍ତି ଓ ନଇଁ ପଡ଼ିବା ଲୋକଙ୍କୁ ଉଠାନ୍ତି।


ତହିଁରେ ସେମାନଙ୍କର ଆଖି ଫିଟିଗଲା । ପୁଣି, ଯୀଶୁ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଇ କହିଲେ, ଦେଖ, ଏ ବିଷୟ ଯେପରି କେହି ନ ଜାଣେ ।


ସେଥିପାଇଁ ସେମାନଙ୍କ ଚକ୍ଷୁ ଉନ୍ମୋଚନ କରିବା ନିମନ୍ତେ ଆମ୍ଭେ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଉଅଛୁ, ଆଉ ଆମ୍ଭେ ତୁମ୍ଭକୁ ସେମାନଙ୍କଠାରୁ ରକ୍ଷା କରିବୁ ।


କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥି ନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଈଶ୍ୱରଙ୍କ ନିଜସ୍ୱ ପ୍ରଜା ହୋଇଅଛ ।


ସେଥିରେ ତୁମ୍ଭମାନଙ୍କ ଆନ୍ତରିକ ଚକ୍ଷୁ ପ୍ରସନ୍ନ ହୁଅନ୍ତେ ତାହାଙ୍କ ଆହ୍ୱାନର ଭରସା କ'ଣ, ସାଧୁମାନଙ୍କ ମଧ୍ୟରେ ତାହାଙ୍କ ଅଧିକାରର ଗୌରବରୂପ ଧନ କ'ଣ,


ତଥାପି ଭଗ୍ନୋତ୍ସାହମାନଙ୍କୁ ସାନ୍ତ୍ୱନା ଦିଅନ୍ତି ଯେ ଈଶ୍ୱର, ସେ ତୀତସଙ୍କ ଆଗମନ ଦ୍ୱାରା ଆମ୍ଭମାନଙ୍କୁ ସାନ୍ତ୍ୱନା ଦେଲେ,


କାରଣ ପିତା ସ୍ୱୟଂ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ଯେଣୁ ତୁମ୍ଭେମାନେ ମୋତେ ସ୍ନେହ କରିଅଛ ଓ ମୁଁ ଯେ ଈଶ୍ୱରଙ୍କ ନିକଟରୁ ଆସିଅଛି, ତାହା ତୁମ୍ଭେମାନେ ବିଶ୍ୱାସ କରିଅଛ ।


ଅନ୍ଧମାନେ ଦୃଷ୍ଟି ପାଆନ୍ତି, ଖଞ୍ଜମାନେ ଗମନ କରନ୍ତି, କୁଷ୍ଠୀମାନେ ଶୁଚି ହୁଅନ୍ତି, ବଧିରମାନେ ଶ୍ରବଣ କରନ୍ତି, ମୃତମାନେ ଉତ୍ଥାପିତ ହୁଅନ୍ତି, ପୁଣି, ଦରିଦ୍ରମାନଙ୍କ ନିକଟରେ ସୁସମାଚାର ପ୍ରଚାରିତ ହୁଏ;


ସେତେବେଳେ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ ହେବ ଓ ବଧିରମାନଙ୍କର କର୍ଣ୍ଣ ମୁକ୍ତ ହେବ।


ପୁଣି, ଆମ୍ଭେ ଅନ୍ଧମାନଙ୍କୁ ସେମାନଙ୍କର ଅଜ୍ଞାତ ପଥ ଦେଇ ଆଣିବା; ଯେଉଁ ମାର୍ଗ ସେମାନେ ଜାଣନ୍ତି ନାହିଁ, ସେହି ସବୁ ମାର୍ଗରେ ସେମାନଙ୍କୁ କଢ଼ାଇବା; ଆମ୍ଭେ ସେମାନଙ୍କ ସମ୍ମୁଖରେ ଅନ୍ଧକାରକୁ ଆଲୁଅ ଓ ବକ୍ରସ୍ଥାନସବୁକୁ ସଳଖ କରିବା। ଏହିସବୁ କାର୍ଯ୍ୟ ଆମ୍ଭେ କରି ସେମାନଙ୍କୁ ପରିତ୍ୟାଗ କରିବା ନାହିଁ।


ସଦାପ୍ରଭୁ ନମ୍ର ଲୋକଙ୍କୁ ଧରି ରଖନ୍ତି; ସେ ଦୁଷ୍ଟମାନଙ୍କୁ ଭୂମିସାତ୍‍ କରନ୍ତି।


ହଁ, ସେ ଲୋକମାନଙ୍କୁ ପ୍ରେମ କରନ୍ତି; ତାହାଙ୍କର ସମସ୍ତ ପବିତ୍ର ଲୋକ ତୁମ୍ଭର ହସ୍ତଗତ ଓ ସେମାନେ ତୁମ୍ଭର ଚରଣ ତଳେ ବସିଲେ; ପ୍ରତ୍ୟେକ ଜଣ ତୁମ୍ଭ ବାକ୍ୟରୁ ଗ୍ରହଣ କରିବେ।


ହେ ବଧିରମାନେ, ଶୁଣ; ହେ ଅନ୍ଧମାନେ, ତୁମ୍ଭେମାନେ ଦେଖିବା ପାଇଁ ଅନାଅ।


Swiv nou:

Piblisite


Piblisite