Biblia Todo Logo
Bib sou entènèt

- Piblisite -




ଗୀତସଂହିତା 148:1 - ଓଡିଆ ବାଇବେଲ

1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ତୁମ୍ଭେମାନେ ଆକାଶମଣ୍ଡଳରୁ ତାହାଙ୍କର ପ୍ରଶଂସା କର; ଊର୍ଦ୍ଧ୍ୱ ସ୍ଥାନରେ ତାହାଙ୍କର ପ୍ରଶଂସା କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ତୁମ୍ଭେମାନେ ଆକାଶମଣ୍ତଳରୁ ତାହାଙ୍କର ପ୍ରଶଂସା କର; ଊର୍ଦ୍ଧ୍ଵସ୍ଥାନରେ ତାହାଙ୍କର ପ୍ରଶଂସା କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ତୁମ୍ଭେମାନେ ଆକାଶମଣ୍ଡଳରୁ ତାହାଙ୍କର ପ୍ରଶଂସା କର; ଊର୍ଦ୍ଧ୍ୱ ସ୍ଥାନରେ ତାହାଙ୍କର ପ୍ରଶଂସା କର।

Gade chapit la Kopi

ପବିତ୍ର ବାଇବଲ

1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର! ଆକାଶ ମଣ୍ଡଳରୁ ସଦାପ୍ରଭୁଙ୍କୁ ପ୍ରଶଂସା କର! ସ୍ୱର୍ଗରୁ ତାଙ୍କର ପ୍ରଶଂସା କର!

Gade chapit la Kopi




ଗୀତସଂହିତା 148:1
8 Referans Kwoze  

ହେ ସଦାପ୍ରଭୁ, ସ୍ୱର୍ଗ ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାର ପ୍ରଶଂସା କରିବ, ମଧ୍ୟ ପବିତ୍ରଗଣର ସମାଜରେ ତୁମ୍ଭ ବିଶ୍ୱସ୍ତତାର ପ୍ରଶଂସା କରିବ।


ଆକାଶ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସକଳ ଜଙ୍ଗମ ତାହାଙ୍କର ପ୍ରଶଂସା କରନ୍ତୁ।


ହେ ଆକାଶମଣ୍ଡଳ, ଗାନ କର; ହେ ପୃଥିବୀ, ଉଲ୍ଲସିତ ହୁଅ; ହେ ପର୍ବତମାଳ, ଉଚ୍ଚସ୍ୱରେ ଗାନ କର; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ସାନ୍ତ୍ୱନା କରିଅଛନ୍ତି ଓ ଆପଣାର କ୍ଳିଷ୍ଟ ଲୋକମାନଙ୍କୁ କରୁଣା କରିବେ।


ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ହେ ମୋହର ମନ, ସଦାପ୍ରଭୁଙ୍କର ପ୍ରଶଂସା କର।


ଆଉ ତାହାଙ୍କ ଆଗରେ ଓ ପଛରେ ଯାଉଥିବା ଲୋକମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ହୋଶାନ୍ନା ଦାଉଦ ସନ୍ତାନ! ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ! ଊର୍ଦ୍ଧ୍ୱଲୋକରେ ହୋଶାନ୍ନା ।


ହେ ସଦାପ୍ରଭୁଙ୍କ ହସ୍ତକୃତ କର୍ମସକଳ, ତୁମ୍ଭେମାନେ ତାହାଙ୍କ ରାଜ୍ୟର ସର୍ବତ୍ର ତାହାଙ୍କର ଧନ୍ୟବାଦ କର; ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର।


Swiv nou:

Piblisite


Piblisite