Biblia Todo Logo
Bib sou entènèt

- Piblisite -




ଗୀତସଂହିତା 148:4 - ଓଡିଆ ବାଇବେଲ

4 ହେ ସ୍ୱର୍ଗର ସ୍ୱର୍ଗ ଓ ଗଗନୋପରିସ୍ଥ ଜଳସମୂହ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ହେ ସ୍ଵର୍ଗର ସ୍ଵର୍ଗ ଓ ଗଗନୋପରିସ୍ଥ ଜଳସମୂହ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ହେ ସ୍ୱର୍ଗର ସ୍ୱର୍ଗ ଓ ଗଗନୋପରିସ୍ଥ ଜଳସମୂହ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।

Gade chapit la Kopi

ପବିତ୍ର ବାଇବଲ

4 ହେ ଉଚ୍ଚତମ ସ୍ୱର୍ଗ, ତାଙ୍କର ପ୍ରଶଂସା କର! ହେ ଗଗନ ଉପରିସ୍ଥ ଜଳ ସମୂହ, ତାଙ୍କର ପ୍ରଶଂସା କର।

Gade chapit la Kopi




ଗୀତସଂହିତା 148:4
12 Referans Kwoze  

ମାତ୍ର, ପରମେଶ୍ୱର କ’ଣ ପୃଥିବୀରେ ନିତାନ୍ତ ବାସ କରିବେ ? ଦେଖ, ସ୍ୱର୍ଗ ଓ ସ୍ୱର୍ଗର (ଉପରିସ୍ଥ) ସ୍ୱର୍ଗ ତୁମ୍ଭକୁ ଧାରଣ କରି ନ ପାରେ; ତେବେ ମୋ’ ନିର୍ମିତ ଏହି ଗୃହ କ’ଣ ପାରିବ ?


ଏହିରୂପେ ପରମେଶ୍ୱର ଶୂନ୍ୟ ନିର୍ମାଣ କରି ଶୂନ୍ୟର ଊର୍ଦ୍ଧ୍ୱସ୍ଥ ଜଳରୁ ଶୂନ୍ୟର ଅଧଃସ୍ଥ ଜଳକୁ ଭିନ୍ନ କଲେ; ତହିଁରେ ସେହିରୂପ ହେଲା।


ଦେଖ, ଆକାଶମଣ୍ଡଳ ଓ ତହିଁ ଉପରିସ୍ଥ ସ୍ୱର୍ଗ, ପୁଣି ପୃଥିବୀ ଓ ତହିଁ ମଧ୍ୟସ୍ଥିତ ସମସ୍ତ ବସ୍ତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଅଟେ।


କେବଳ ତୁମ୍ଭେ ହିଁ ସଦାପ୍ରଭୁ ଅଟ; ତୁମ୍ଭେ ସ୍ୱର୍ଗ, ସ୍ୱର୍ଗର ସ୍ୱର୍ଗ ଓ ତହିଁର ସମଗ୍ର ବାହିନୀ, ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସକଳ ବସ୍ତୁ ନିର୍ମାଣ କରିଅଛ ଓ ତୁମ୍ଭେ ସେସବୁର ସ୍ଥିତି କରୁଅଛ ଓ ସ୍ୱର୍ଗୀୟ-ବାହିନୀ ତୁମ୍ଭକୁ ପ୍ରଣାମ କରନ୍ତି।


ମୁଁ ଖ୍ରୀଷ୍ଟାଶ୍ରିତ ଜଣେ ଲୋକକୁ ଜାଣେ, ସେ ଚଉଦବର୍ଷ ପୂର୍ବେ ତୃତୀୟ ସ୍ୱର୍ଗ ପର୍ଯ୍ୟନ୍ତ ନୀତ ହେଲା, (ସେ ଶରୀରରେ ଥିଲା କି ଶରୀରର ବାହାରେ ଥିଲା, ମୁଁ ଜାଣେ ନାହିଁ; ଈଶ୍ୱର ଜାଣନ୍ତି) ।


ସେହି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ତୁଲ୍ୟ କିଏ ?


ତୁମ୍ଭେ ଜଳରାଶି ଉପରେ ଆପଣା କୋଠରିର କଡ଼ିକାଷ୍ଠ ପକାଇଅଛ; ତୁମ୍ଭେ ମେଘମାଳକୁ ଆପଣା ରଥ କରିଥାଅ; ତୁମ୍ଭେ ବାୟୁର ପକ୍ଷ ଉପରେ ଗମନାଗମନ କରୁଅଛ।


ଯେ ଆଦିକାଳୀନ ଉଚ୍ଚତମ ସ୍ୱର୍ଗରେ ଆରୋହଣ କରନ୍ତି, ତାହାଙ୍କ ଉଦ୍ଦେଶ୍ୟରେ ଗାନ କର; ଦେଖ, ସେ ଆପଣା ରବ, ବିକ୍ରମପୂର୍ଣ୍ଣ ରବ ଉଚ୍ଚାରଣ କରନ୍ତି।


ନୋହଙ୍କର ବୟସର ଛଅଶହ ବର୍ଷ ଦ୍ୱିତୀୟ ମାସର ସପ୍ତଦଶ ଦିନରେ ମହା ସମୁଦ୍ରର ସମସ୍ତ ଜଳାକର ଭାଙ୍ଗିଗଲା, ପୁଣି, ଆକାଶସ୍ଥ ଦ୍ୱାର ସବୁ ମୁକ୍ତ ହେଲା।


ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ମଧ୍ୟରେ ଶୂନ୍ୟ ଜାତ ହୋଇ ଜଳକୁ ଦୁଇ ଭାଗରେ ଭିନ୍ନ କରୁ।”


ଆଉ ମୁଁ ଯେଉଁ ଗୃହ ନିର୍ମାଣ କରିବି, ତାହା ବୃହତ୍ ହେବ; କାରଣ ସମସ୍ତ ଦେବତାଠାରୁ ଆମ୍ଭମାନଙ୍କ ପରମେଶ୍ୱର ମହାନ୍ ଅଟନ୍ତି।


କାରଣ ପରମେଶ୍ୱର ସିୟୋନକୁ ପରିତ୍ରାଣ କରିବେ ଓ ଯିହୁଦାର ନଗରସବୁ ନିର୍ମାଣ କରିବେ; ପୁଣି, ଲୋକମାନେ ସେଠାରେ ବାସ କରି ତାହା ଅଧିକାର କରିବେ।


Swiv nou:

Piblisite


Piblisite