Biblia Todo Logo
Bib sou entènèt

- Piblisite -




ଗୀତସଂହିତା 16:2 - ଓଡିଆ ବାଇବେଲ

2 ମୁଁ ସଦାପ୍ରଭୁଙ୍କୁ କହିଅଛି, “ତୁମ୍ଭେ ମୋହର ପ୍ରଭୁ, ତୁମ୍ଭ ବିନା ମୋହର କୌଣସି ମଙ୍ଗଳ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ମୁଁ ସଦାପ୍ରଭୁଙ୍କୁ କହିଅଛି, ତୁମ୍ଭେ ମୋହର ପ୍ରଭୁ, ତୁମ୍ଭ ବିନା ମୋହର କୌଣସି ମଙ୍ଗଳ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ମୁଁ ସଦାପ୍ରଭୁଙ୍କୁ କହିଅଛି, “ତୁମ୍ଭେ ମୋହର ପ୍ରଭୁ, ତୁମ୍ଭ ବିନା ମୋହର କୌଣସି ମଙ୍ଗଳ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

2 ମୁଁ ସଦାପ୍ରଭୁଙ୍କୁ କହିଅଛି, “ସଦାପ୍ରଭୁ ତୁମ୍ଭେ ମୋର ପ୍ରଭୁ। ମୋର ଯାହାକିଛି ମଙ୍ଗଳମୟ ସେ ସବୁ ତୁମ୍ଭ କୃପାରୁ।”

Gade chapit la Kopi




ଗୀତସଂହିତା 16:2
15 Referans Kwoze  

ସ୍ୱର୍ଗରେ ତୁମ୍ଭ ବିନା ମୋହର ଆଉ କିଏ ଅଛି ? ଓ ଭୂମଣ୍ଡଳରେ ତୁମ୍ଭ ଛଡ଼ା ଆଉ କାହାକୁ ମୁଁ ବାଞ୍ଛା କରୁ ନାହିଁ।


ମୁଁ ସଦାପ୍ରଭୁଙ୍କ ବିଷୟରେ କହିବି, “ସେ ମୋହର ଆଶ୍ରୟ ଓ ମୋହର ଦୁର୍ଗ; ମୋହର ପରମେଶ୍ୱର, ମୁଁ ତାହାଙ୍କଠାରେ ନିର୍ଭର ରଖେ।”


ସେ ଆମ୍ଭଙ୍କୁ ଡାକି କହିବ, ତୁମ୍ଭେ ଆମ୍ଭର ପିତା, ଆମ୍ଭର ପରମେଶ୍ୱର ଓ ଆମ୍ଭ ପରିତ୍ରାଣର ଶୈଳ।


ମାତ୍ର ହେ ସଦାପ୍ରଭୁ, ମୁଁ ତୁମ୍ଭଠାରେ ଶରଣ ନିଏ; ମୁଁ କହେ, “ତୁମ୍ଭେ ମୋହର ପରମେଶ୍ୱର।”


ଥୋମା ତାହାଙ୍କୁ ଉତ୍ତର ଦେଲେ, ମୋହର ପ୍ରଭୁ, ମୋହର ଈଶ୍ୱର ।


ଯେତେବେଳେ ତୁମ୍ଭେ କହିଲ, “ତୁମ୍ଭେମାନେ ମୋହର ମୁଖ ଅନ୍ୱେଷଣ କର,” ମୋ’ ଅନ୍ତଃକରଣ ତୁମ୍ଭଙ୍କୁ କହିଲା, “ସଦାପ୍ରଭୁ, ମୁଁ ତୁମ୍ଭର ମୁଖ ଅନ୍ୱେଷଣ କରିବି।”


ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ଛଡ଼ା ଅନ୍ୟ ପ୍ରଭୁମାନେ ଆମ୍ଭମାନଙ୍କ ଉପରେ ରାଜତ୍ୱ କରିଥିଲେ, ମାତ୍ର କେବଳ ତୁମ୍ଭ ଦ୍ୱାରା ଆମ୍ଭେମାନେ ତୁମ୍ଭ ନାମର କୀର୍ତ୍ତନ କରିବା।


ଅବା କିଏ ତାହାଙ୍କୁ ପ୍ରଥମରେ ଦାନ କରିଅଛି, ଆଉ ତାକୁ ପ୍ରତିଦାନ କରାଯିବ ?


ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”


ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ ! ତୁମ୍ଭେ ଆକାଶମଣ୍ଡଳ ଉପରେ ଆପଣା ଗୌରବ ସ୍ଥାପନ କରିଅଛ।


ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆଦେଶ ଅନୁସାରେ ସବୁ କାମ କଲା ପରେ କୁହ, ଆମ୍ଭେମାନେ ଅକର୍ମଣ୍ୟ ଦାସ, ଯାହା କର୍ତ୍ତବ୍ୟ, କେବଳ ତାହା କରିଅଛୁ ।


ଏକ ଜଣ କହିବ, ଆମ୍ଭେ ସଦାପ୍ରଭୁଙ୍କର; ଅନ୍ୟ ଜଣ ଯାକୁବ ନାମରେ ଆପଣାକୁ ଖ୍ୟାତ କରିବ; ଆଉ, ଜଣେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱହସ୍ତରେ ସ୍ୱାକ୍ଷର କରିବ ଓ ଇସ୍ରାଏଲୀୟ କୁଳ ନାମରେ ଆପଣାକୁ ପ୍ରସିଦ୍ଧ କରିବ।”


Swiv nou:

Piblisite


Piblisite