Biblia Todo Logo
Bib sou entènèt

- Piblisite -




ଗୀତସଂହିତା 21:1 - ଓଡିଆ ବାଇବେଲ

1 ହେ ସଦାପ୍ରଭୁ, ରାଜା ତୁମ୍ଭ ବଳରେ ଆନନ୍ଦ କରିବେ ଓ ତୁମ୍ଭ ପରିତ୍ରାଣରେ ସେ କେଡ଼େ ମହାନନ୍ଦ କରିବେ !

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ସଦାପ୍ରଭୋ, ରାଜା ତୁମ୍ଭ ବଳରେ ଆନନ୍ଦ କରିବେ ଓ ତୁମ୍ଭ ପରିତ୍ରାଣରେ ସେ କେଡ଼େ ମହାନନ୍ଦ କରିବେ !

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ସଦାପ୍ରଭୋ, ରାଜା ତୁମ୍ଭ ବଳରେ ଆନନ୍ଦ କରିବେ ଓ ତୁମ୍ଭ ପରିତ୍ରାଣରେ ସେ କେଡ଼େ ମହାନନ୍ଦ କରିବେ!

Gade chapit la Kopi

ପବିତ୍ର ବାଇବଲ

1 ହେ ସଦାପ୍ରଭୁ, ତୁମ୍ଭର ଶକ୍ତି ହିଁ ରାଜାକୁ ସୁଖୀ କରାଏ। ତୁମ୍ଭେ ଯେତେବେଳେ ତାକୁ ଉଦ୍ଧାର କର, ସେ ଅତି ଆନନ୍ଦିତ ହୁଏ।

Gade chapit la Kopi




ଗୀତସଂହିତା 21:1
14 Referans Kwoze  

ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନ ତୁଚ୍ଛଜ୍ଞାନ କରି ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଈଶ୍ୱରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି ।


"ଯିହୂଦୀମାନଙ୍କର ଯେଉଁ ରାଜା ଜନ୍ମଗ୍ରହଣ କରିଅଛନ୍ତି, ସେ କେଉଁଠାରେ ? କାରଣ ଆମ୍ଭେମାନେ ପୂର୍ବଦେଶରେ ତାହାଙ୍କ ତାରା ଦେଖି ତାହାଙ୍କୁ ପ୍ରଣାମ କରିବାକୁ ଆସିଅଛୁ ।"


ମୋହର ପରିତ୍ରାଣ ଓ ମୋହର ଗୌରବ ପରମେଶ୍ୱରଙ୍କଠାରେ ଅଛି; ମୋ’ ବଳର ଶୈଳ ଓ ମୋହର ଆଶ୍ରୟ ପରମେଶ୍ୱରଙ୍କଠାରେ ଅଛି।


ସଦାପ୍ରଭୁ ମୋହର ବଳ ଓ ମୋହର ଢାଲ; ମୋହର ଅନ୍ତଃକରଣ ତାହାଙ୍କଠାରେ ଭରସା ରଖିଅଛି ଓ ମୁଁ ସାହାଯ୍ୟ ପାଇଅଛି; ଏହେତୁ ମୋ’ ଅନ୍ତଃକରଣ ଅତ୍ୟନ୍ତ ଉଲ୍ଲାସ କରୁଅଛି; ଆଉ, ମୁଁ ନିଜ ଗୀତରେ ତାହାଙ୍କର ପ୍ରଶଂସା କରିବି।


ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି।


ରାଜାଙ୍କ ଶକ୍ତି ମଧ୍ୟ ବିଚାର ଭଲ ପାଏ; ତୁମ୍ଭେ ନ୍ୟାୟ ସ୍ଥିର କରୁଥାଅ, ତୁମ୍ଭେ ଯାକୁବ ମଧ୍ୟରେ ବିଚାର ଓ ନ୍ୟାୟ ସାଧନ କରୁଥାଅ।


ଆହେ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରୁ; ଆମ୍ଭମାନଙ୍କ ପରିତ୍ରାଣର ଶୈଳଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କରୁ।


ହେ ପରମେଶ୍ୱର, ତୁମ୍ଭେ ମୋତେ ବାଲ୍ୟକାଳଠାରୁ ଶିକ୍ଷା ଦେଇ ଆସୁଅଛ; ପୁଣି, ମୁଁ ଏପର୍ଯ୍ୟନ୍ତ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସବୁ ପ୍ରଚାର କରିଅଛି।


ମାତ୍ର ରାଜା ପରମେଶ୍ୱରଙ୍କଠାରେ ଆନନ୍ଦ କରିବେ; ତାହାଙ୍କ ନାମରେ ଶପଥକାରୀ ପ୍ରତ୍ୟେକ ଲୋକ ଦର୍ପ କରିବେ; କାରଣ ମିଥ୍ୟାବାଦୀମାନଙ୍କ ମୁଖ ରୁଦ୍ଧ ହେବ।


ହେ ସଦାପ୍ରଭୁ, ପରିତ୍ରାଣ କର; ଆମ୍ଭେମାନେ ଡାକିବା ବେଳେ ରାଜା ଆମ୍ଭମାନଙ୍କୁ ଉତ୍ତର ଦେଉନ୍ତୁ।


Swiv nou:

Piblisite


Piblisite