Biblia Todo Logo
Bib sou entènèt

- Piblisite -




ଗୀତସଂହିତା 39:2 - ଓଡିଆ ବାଇବେଲ

2 ମୁଁ ମୌନ ହୋଇ ନୀରବ ଥିଲି, ସତ କଥାରୁ ହିଁ ନିବୃତ୍ତ ରହିଲି; ତହିଁରେ ମୋହର ଦୁଃଖ ପ୍ରବଳ ହେଲା;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ମୁଁ ମୌନ ଭାବରେ ନୀରବ ରହିଲି, ସତ୍କଥାରୁ ହିଁ ନିବୃତ୍ତ ରହିଲି; ତହିଁରେ ମୋହର ଦୁଃଖ ପ୍ରବଳ ହେଲା;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ମୁଁ ମୌନ ହୋଇ ନୀରବ ଥିଲି, ସତ କଥାରୁ ହିଁ ନିବୃତ୍ତ ରହିଲି; ତହିଁରେ ମୋହର ଦୁଃଖ ପ୍ରବଳ ହେଲା;

Gade chapit la Kopi

ପବିତ୍ର ବାଇବଲ

2 ତେଣୁ ମୁଁ କିଛି କହିଲି ନାହିଁ। ଏପରିକି ମୁଁ କିଛି ଭଲ କଥା ମଧ୍ୟ କହିବି ନାହିଁ। କିନ୍ତୁ ଏହା ଦ୍ୱାରା ମୁଁ ଅଧିକ କ୍ରୋଧୀ ହେଲି।

Gade chapit la Kopi




ଗୀତସଂହିତା 39:2
10 Referans Kwoze  

କାରଣ ଆମ୍ଭେମାନେ ଯାହା ଯାହା ଦେଖିଅଛୁ ଓ ଶୁଣିଅଛୁ, ସେହି ସବୁ ନ କହି ରହି ନ ପାରୁ ।


ପବିତ୍ର ପଦାର୍ଥ କୁକୁରମାନଙ୍କୁ ଦିଅ ନାହିଁ, କିମ୍ବା ତୁମ୍ଭମାନଙ୍କର ମୁକ୍ତା ଘୁଷୁରିମାନଙ୍କ ଆଗରେ ପକାଅ ନାହିଁ, କାଳେ ସେମାନେ ସେହି ସବୁ ସେମାନଙ୍କ ପାଦ ତଳେ ଦଳନ୍ତି ଓ ବୁଲିପଡ଼ି ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରନ୍ତି ।


ସେ ଉପଦ୍ରବ ପ୍ରାପ୍ତ ହେଲେ, ତଥାପି ସେ ଆପଣାକୁ ନମ୍ର କରି ଆପଣା ମୁଖ ଫିଟାଇଲେ ନାହିଁ; ବଧସ୍ଥାନକୁ ନିଆଯିବା ମେଷଶାବକ ତୁଲ୍ୟ, ଲୋମଚ୍ଛେଦକମାନଙ୍କ ସମ୍ମୁଖରେ ନୀରବ ମେଷ ତୁଲ୍ୟ ହୋଇ ସେ ଆପଣା ମୁଖ ଫିଟାଇଲେ ନାହିଁ।


ମନ୍ଦତାରୁ ଦୂର ହୁଅ ଓ ସୁକର୍ମ କର; ଶାନ୍ତି ଅନ୍ୱେଷଣ କର ଓ ତହିଁର ଅନୁଗାମୀ ହୁଅ।


ହେ ସଦାପ୍ରଭୁ, ତୁମ୍ଭର ବିଧିରୂପ ପଥ ମୋତେ ଶିଖାଅ; ତହିଁରେ ମୁଁ ଶେଷ ପର୍ଯ୍ୟନ୍ତ ତାହା ପାଳନ କରିବି।


ମୋତେ ବୁଦ୍ଧି ପ୍ରଦାନ କର, ତହିଁରେ ମୁଁ ତୁମ୍ଭର ବ୍ୟବସ୍ଥା ମାନିବି; ଆହୁରି, ମୁଁ ଆପଣା ସର୍ବାନ୍ତଃକରଣରେ ତାହା ପାଳନ କରିବି।


ହେ ସଦାପ୍ରଭୁ, ମୋ’ ମୁଖ ଆଗରେ ପ୍ରହରୀ ନିଯୁକ୍ତ କର; ମୋ’ ଓଷ୍ଠାଧରର କବାଟ ରକ୍ଷା କର।


Swiv nou:

Piblisite


Piblisite