ଗୀତସଂହିତା 4:4 - ଓଡିଆ ବାଇବେଲ4 ଭୀତ ହୁଅ ଓ ପାପ କର ନାହିଁ; ତୁମ୍ଭେମାନେ ଶଯ୍ୟା ଉପରେ ମନେ ମନେ କଥା କହି ନୀରବ ହୁଅ। [ସେଲା] Gade chapit laପବିତ୍ର ବାଇବଲ (Re-edited) - (BSI)4 ଭୀତ ହୁଅ ଓ ପାପ କର ନାହିଁ ତୁମ୍ଭେମାନେ ଶଯ୍ୟା ଉପରେ ମନେ ମନେ କଥା କହି ନୀରବ ହୁଅ। [ସେଲା Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଭୀତ ହୁଅ ଓ ପାପ କର ନାହିଁ; ତୁମ୍ଭେମାନେ ଶଯ୍ୟା ଉପରେ ମନେ ମନେ କଥା କହି ନୀରବ ହୁଅ। [ସେଲା] Gade chapit laପବିତ୍ର ବାଇବଲ4 ଯଦି ତୁମ୍ଭକୁ କୌଣସି କଥା ବିବ୍ରତ କରୁଛି, ତୁମ୍ଭେ ବିଛଣାକୁ ଶୋଇବାକୁ ଯିବା ପୂର୍ବରୁ ସେହି କଥାଗୁଡ଼ିକ ଚିନ୍ତା କର ଓ ଆନନ୍ଦ ମନରେ ଶାନ୍ତିରେ ଆରାମ କର। ସେଲା Gade chapit la |
ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ ? ସମୁଦ୍ର ଯେପରି ଉଲ୍ଲଙ୍ଘନ କରି ନ ପାରିବ, ଏଥିପାଇଁ ନିତ୍ୟସ୍ଥାୟୀ ବିଧିକ୍ରମେ ତହିଁର ସୀମା ରୂପେ ବାଲୁକା ସ୍ଥାପନ କରିଅଛୁ ଯେ ଆମ୍ଭେ, ଆମ୍ଭ ସାକ୍ଷାତରେ ତୁମ୍ଭେମାନେ କି କମ୍ପବାନ ହେବ ନାହିଁ ? ତହିଁର ତରଙ୍ଗମାଳା ଉଚ୍ଚକୁ ଉଠେ, ତଥାପି କୃତାର୍ଥ ହୋଇପାରେ ନାହିଁ, କଲ୍ଲୋଳଧ୍ୱନି କରେ, ତଥାପି ସୀମା ଅତିକ୍ରମ କରି ପାରେ ନାହିଁ।