Biblia Todo Logo
Bib sou entènèt

- Piblisite -




ଗୀତସଂହିତା 48:4 - ଓଡିଆ ବାଇବେଲ

4 କାରଣ ଦେଖ, ରାଜାଗଣ ସଭାସ୍ଥ ହେଲେ, ସେମାନେ ଏକସଙ୍ଗେ ଗମନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 କାରଣ, ଦେଖ, ରାଜଗଣ ସଭାସ୍ଥ ହେଲେ, ସେମାନେ ଏକସଙ୍ଗେ ଗମନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କାରଣ ଦେଖ, ରାଜାଗଣ ସଭାସ୍ଥ ହେଲେ, ସେମାନେ ଏକ ସଙ୍ଗେ ଗମନ କଲେ।

Gade chapit la Kopi

ପବିତ୍ର ବାଇବଲ

4 ଗୋଟିଏ ସମୟରେ ଅନେକ ରାଜା ଏକତ୍ରିତ ହୋଇ ଏହି ନଗରୀକୁ ଆକ୍ରମଣ କରିବାକୁ ଯୋଜନା କଲେ। ସେମାନେ ସେହି ନଗର ଆଡ଼କୁ ଗମନ କଲେ।

Gade chapit la Kopi




ଗୀତସଂହିତା 48:4
12 Referans Kwoze  

ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ଡ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟ କର୍ମସବୁ କରି ତଦ୍ୱାରା ପଶୁର ମୁଦ୍ରାଙ୍କ ପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ଜ୍ୱଳିତ ହ୍ରଦରେ ନିକ୍ଷିପ୍ତ ହେଲେ ।


କାରଣ ସେ କହେ, ଆମ୍ଭର ସେନାପତିଗଣ ସମସ୍ତେ କି ରାଜା ନୁହଁନ୍ତି ?


ଯିହୁଦା-ରାଜା ଉଷୀୟର ପୌତ୍ର ଯୋଥମ୍‍ର ପୁତ୍ର ଆହସ୍‌ର ସମୟରେ ଅରାମର ରତ୍‍ସୀନ ରାଜା ଓ ରମଲୀୟର ପୁତ୍ର ପେକହ ନାମେ ଇସ୍ରାଏଲର ରାଜା ଯିରୂଶାଲମର ବିରୁଦ୍ଧରେ ଯୁଦ୍ଧ କରିବା ନିମନ୍ତେ ସେଠାକୁ ଗଲେ; ମାତ୍ର ତାହା ପରାସ୍ତ କରି ପାରିଲେ ନାହିଁ।


ପୁଣି ଏଥିସକାଶୁ ଅରାମୀୟ ରାଜାର ହୃଦୟ ଅତି ବ୍ୟସ୍ତ ହେଲା; ଏଣୁ ସେ ଆପଣା ଦାସମାନଙ୍କୁ ଡାକି ସେମାନଙ୍କୁ କହିଲା, “ଆମ୍ଭମାନଙ୍କ ମଧ୍ୟରୁ କିଏ ଇସ୍ରାଏଲ ରାଜାର ସପକ୍ଷ, ଏହା କ’ଣ ତୁମ୍ଭେମାନେ ମୋତେ ଜଣାଇବ ନାହିଁ।”


ଆଉ, ଏହି ଗୋଷ୍ଠୀର ଦୂତଗଣକୁ କି ଉତ୍ତର ଦିଆଯିବ ? ଏହି ଯେ, ସଦାପ୍ରଭୁ ସିୟୋନର ଭିତ୍ତିମୂଳ ସ୍ଥାପନ କରିଅଛନ୍ତି ଓ ତହିଁ ମଧ୍ୟରେ ତାହାଙ୍କର ଦୁଃଖଗ୍ରସ୍ତ ଲୋକମାନେ ଆଶ୍ରୟ ନିଅନ୍ତି।


ସେହି ଦିନ ଯିହୁଦା ଦେଶରେ ଏହି ଗୀତ ଗାନ କରାଯିବ; “ଆମ୍ଭମାନଙ୍କର ଗୋଟିଏ ଦୃଢ଼ ନଗର ଅଛି; ସେ ପରିତ୍ରାଣକୁ ତହିଁର ପ୍ରାଚୀର ଓ ପରିଖା ସ୍ୱରୂପ କରିବେ।


Swiv nou:

Piblisite


Piblisite