ଗୀତସଂହିତା 5:6 - ଓଡିଆ ବାଇବେଲ6 ତୁମ୍ଭେ ମିଥ୍ୟାବାଦୀମାନଙ୍କୁ ବିନାଶ କରିବ; ସଦାପ୍ରଭୁ ହତ୍ୟାକାରୀ ଓ ପ୍ରବଞ୍ଚକ ଲୋକକୁ ଘୃଣା କରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)6 ତୁମ୍ଭେ ମିଥ୍ୟାବାଦୀମାନଙ୍କୁ ବିନାଶ କରିବ; ସଦାପ୍ରଭୁ ରକ୍ତପିପାସୁ ଓ ପ୍ରବଞ୍ଚକ ଲୋକକୁ ଘୃଣା କରନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତୁମ୍ଭେ ମିଥ୍ୟାବାଦୀମାନଙ୍କୁ ବିନାଶ କରିବ; ସଦାପ୍ରଭୁ ହତ୍ୟାକାରୀ ଓ ପ୍ରବଞ୍ଚକ ଲୋକକୁ ଘୃଣା କରନ୍ତି। Gade chapit laପବିତ୍ର ବାଇବଲ6 ଯେଉଁମାନେ ମିଥ୍ୟା କହନ୍ତି, ତୁମ୍ଭେ ସେମାନଙ୍କୁ ବିନାଶ କରିବ। ତୁମ୍ଭେ ସେହି ଲୋକମାନଙ୍କୁ ଘୃଣା କର, ଯେଉଁମାନେ ଅନ୍ୟ ଲୋକମାନଙ୍କୁ ଆଘାତ କରିବାକୁ ଗୋପନରେ ଷଡ଼ଯନ୍ତ୍ର କରନ୍ତି। Gade chapit la |