Biblia Todo Logo
Bib sou entènèt

- Piblisite -




ଗୀତସଂହିତା 59:1 - ଓଡିଆ ବାଇବେଲ

1 ହେ ମୋହର ପରମେଶ୍ୱର, ମୋ’ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; ମୋ’ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କଠାରୁ ମୋତେ ଉଚ୍ଚରେ ସ୍ଥାପନ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ମୋହର ପରମେଶ୍ଵର, ମୋʼ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କଠାରୁ ମୋତେ ଉଚ୍ଚରେ ସ୍ଥାପନ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ମୋହର ପରମେଶ୍ୱର, ମୋʼ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କଠାରୁ ମୋତେ ଉଚ୍ଚରେ ସ୍ଥାପନ କର।

Gade chapit la Kopi

ପବିତ୍ର ବାଇବଲ

1 ହେ ପରମେଶ୍ୱର, ମୋର ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର। ଆକ୍ରମଣ କରିବାକୁ ଆସିଥିବା ଲୋକମାନଙ୍କଠାରୁ ମୋତେ ରକ୍ଷା କର।

Gade chapit la Kopi




ଗୀତସଂହିତା 59:1
16 Referans Kwoze  

ସେ ମୋ’ ଶତ୍ରୁଗଣଠାରୁ ମୋତେ ରକ୍ଷା କରନ୍ତି; ହଁ, ତୁମ୍ଭେ ମୋ’ ବିରୁଦ୍ଧରେ ଉତ୍‍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ଉଦ୍ଧାର କରୁଅଛ।


ହେ ପରମେଶ୍ୱର, ମୋତେ ଦୟା କର; ମୋତେ ଦୟା କର; କାରଣ ମୋ’ ପ୍ରାଣ ତୁମ୍ଭର ଶରଣାଗତ; ଆଉ, ଏହିସବୁ ବିପଦ ବହିଯିବା ପର୍ଯ୍ୟନ୍ତ ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବି।


ସେ ଉଚ୍ଚ ସ୍ଥାନରେ ବାସ କରିବ; ଶୈଳଗଣର ଦୁରାକ୍ରମ ସ୍ଥାନ ତାହାର ଦୁର୍ଗ ସ୍ୱରୂପ ହେବ; ତାହାର ଭକ୍ଷ୍ୟ ତାହାକୁ ଦିଆଯିବ; ତାହାର ଜଳର ଅଭାବ ହେବ ନାହିଁ।


ହେ ସଦାପ୍ରଭୁ, ମୋ’ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; ମୁଁ ଲୁଚିବା ପାଇଁ ତୁମ୍ଭ ନିକଟକୁ ପଳାଏ।


ହେ ମୋହର ପରମେଶ୍ୱର, ଦୁଷ୍ଟଲୋକ ହସ୍ତରୁ, ଅନ୍ୟାୟକାରୀ ଓ ନିର୍ଦ୍ଦୟ ଲୋକ ହସ୍ତରୁ ମୋତେ ରକ୍ଷା କର।


ପୁଣି, ତୁମ୍ଭ ସ୍ନେହପୂର୍ଣ୍ଣ କରୁଣାରେ ମୋ’ ଶତ୍ରୁମାନଙ୍କୁ ଉଚ୍ଛିନ୍ନ କର ଓ ମୋ’ ପ୍ରାଣର କ୍ଳେଶଦାୟୀ ସମସ୍ତଙ୍କୁ ନାଶ କର; କାରଣ ମୁଁ ତୁମ୍ଭର ଦାସ।


ସେ ଆମ୍ଭ ଉପରେ ଆପଣା ସ୍ନେହ ରଖିଅଛି, ଏହେତୁ ଆମ୍ଭେ ତାହାକୁ ଉଦ୍ଧାର କରିବା; ସେ ଆମ୍ଭ ନାମ ଜାଣିଅଛି, ଏହେତୁ ଆମ୍ଭେ ତାହାକୁ ଉଚ୍ଚରେ ରଖିବା।


ସଦାପ୍ରଭୁ ସଙ୍କଟ ଦିନରେ ତୁମ୍ଭକୁ ଉତ୍ତର ଦେଉନ୍ତୁ; ଯାକୁବର ପରମେଶ୍ୱରଙ୍କ ନାମ ତୁମ୍ଭକୁ ରକ୍ଷା ସ୍ଥାପନ କରନ୍ତୁ;


ଦୁଃଖୀଲୋକ ଲୁଟିତ ହେବାରୁ, ଦୀନହୀନ କାତରୋକ୍ତି କରିବାରୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଏବେ ଉଠିବା; ସେମାନେ ଯାହା ପ୍ରତି ଫୁତ୍କାର କରନ୍ତି, ତାହାକୁ ଆମ୍ଭେ ନିରାପଦରେ ରଖିବା।


ପ୍ରକୃତରେ କି ତୁମ୍ଭେମାନେ ନୀରବ ହୋଇ ଧର୍ମନୀତି କହୁଅଛ ? ହେ ମନୁଷ୍ୟ-ସନ୍ତାନଗଣ, ତୁମ୍ଭେମାନେ କି ନ୍ୟାୟରେ ବିଚାର କରୁଅଛ ?


Swiv nou:

Piblisite


Piblisite