ଗୀତସଂହିତା 59:3 - ଓଡିଆ ବାଇବେଲ3 କାରଣ ଦେଖ, ସେମାନେ ମୋ’ ପ୍ରାଣ ପାଇଁ ଛକି ବସନ୍ତି; ବଳବାନମାନେ ମୋ’ ବିରୁଦ୍ଧରେ ଏକତ୍ରିତ ହୁଅନ୍ତି; ହେ ସଦାପ୍ରଭୁ, ମୋହର ଅପରାଧ କିଅବା ମୋ’ ପାପ ସକାଶୁ ନୁହେଁ। Gade chapit laପବିତ୍ର ବାଇବଲ (Re-edited) - (BSI)3 କାରଣ ଦେଖ, ସେମାନେ ମୋʼ ପ୍ରାଣ ପାଇଁ ଛକି ବସନ୍ତି; ବଳବାନମାନେ ମୋʼ ବିରୁଦ୍ଧରେ ଏକତ୍ରିତ ହୁଅନ୍ତି; ହେ ସଦାପ୍ରଭୋ, ମୋହର ଅପରାଧ କିଅବା ମୋʼ ପାପ ସକାଶୁ ନୁହେଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କାରଣ ଦେଖ, ସେମାନେ ମୋʼ ପ୍ରାଣ ପାଇଁ ଛକି ବସନ୍ତି; ବଳବାନମାନେ ମୋʼ ବିରୁଦ୍ଧରେ ଏକତ୍ରିତ ହୁଅନ୍ତି; ହେ ସଦାପ୍ରଭୋ, ମୋହର ଅପରାଧ କିଅବା ମୋʼ ପାପ ସକାଶୁ ନୁହେଁ। Gade chapit laପବିତ୍ର ବାଇବଲ3 ଦେଖ, ଲୋକମାନେ ମୋତେ ହତ୍ୟା କରିବାକୁ ଅପେକ୍ଷା କରି ଲୁଚି ବସିଛନ୍ତି। ବଳବାନ ଲୋକମାନେ ମୋତେ ଆକ୍ରମଣ କରିବାକୁ ପ୍ରସ୍ତୁତ କିନ୍ତୁ ସଦାପ୍ରଭୁ, ମୁଁ ପାପ କରି ନାହିଁ କିମ୍ବା ଅପରାଧ କରି ନାହିଁ। Gade chapit la |