Biblia Todo Logo
Bib sou entènèt

- Piblisite -




ଗୀତସଂହିତା 6:5 - ଓଡିଆ ବାଇବେଲ

5 କାରଣ ମରଣାବସ୍ଥାରେ ତୁମ୍ଭ ବିଷୟକ କୌଣସି ସ୍ମରଣ ନ ଥାଏ; ପାତାଳରେ କିଏ ତୁମ୍ଭକୁ ଧନ୍ୟବାଦ ଦେବ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 କାରଣ ମରଣାବସ୍ଥାରେ ତୁମ୍ଭ ବିଷୟକ କୌଣସି ସ୍ମରଣ ନ ଥାଏ; ପାତାଳରେ କିଏ ତୁମ୍ଭକୁ ଧନ୍ୟବାଦ ଦେବ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କାରଣ ମରଣାବସ୍ଥାରେ ତୁମ୍ଭ ବିଷୟକ କୌଣସି ସ୍ମରଣ ନ ଥାଏ; ପାତାଳରେ କିଏ ତୁମ୍ଭକୁ ଧନ୍ୟବାଦ ଦେବ?

Gade chapit la Kopi

ପବିତ୍ର ବାଇବଲ

5 ମୃତ ଲୋକମାନେ ତୁମ୍ଭକୁ ସେମାନଙ୍କର କବରରେ କେବେ ମନେ ପକାନ୍ତି ନାହିଁ। ମୃତମାନେ ତୁମ୍ଭକୁ ପ୍ରଶଂସା କରନ୍ତି ନାହିଁ। ସେଥିପାଇଁ ମୋତେ ରକ୍ଷା କର।

Gade chapit la Kopi




ଗୀତସଂହିତା 6:5
9 Referans Kwoze  

ମୃତମାନେ, କିଅବା ଯେଉଁମାନେ ନୀରବ ସ୍ଥାନରେ ଅବରୋହଣ କରନ୍ତି, ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତି ନାହିଁ;


ତୁମ୍ଭ ହସ୍ତ ଯେକୌଣସି କାର୍ଯ୍ୟ କରିବାକୁ ପାଏ, ତାହା ଆପଣା ଶକ୍ତିରେ କର; କାରଣ ତୁମ୍ଭେ ଯେଉଁ ସ୍ଥାନକୁ ଯାଉଅଛ, ସେହି କବରରେ କୌଣସି କାର୍ଯ୍ୟ, କି କଳ୍ପନା, କି ବିଦ୍ୟା, କି ଜ୍ଞାନ ନାହିଁ।


ମୁଁ ଗର୍ତ୍ତକୁ ଗମନ କଲେ, ମୋର ରକ୍ତରେ କି ଲାଭ ? ଧୂଳି କି ତୁମ୍ଭର ପ୍ରଶଂସା କରିବ ? ତାହା କି ତୁମ୍ଭର ସତ୍ୟତା ପ୍ରକାଶ କରିବ ?


ମୁଁ ମରିବି ନାହିଁ, ମାତ୍ର ବଞ୍ଚିବି ଓ ସଦାପ୍ରଭୁଙ୍କ କର୍ମସବୁ ବର୍ଣ୍ଣନା କରିବି।


ଦିନ ଥାଉ ଥାଉ ମୋହର ପ୍ରେରଣକର୍ତ୍ତାଙ୍କ କର୍ମ କରିବା ଆମ୍ଭମାନଙ୍କ କର୍ତ୍ତବ୍ୟ; ଯେଉଁ ସମୟରେ କେହି କର୍ମ କରି ପାରେ ନାହିଁ, ଏପରି ରାତ୍ରି ଆସୁଅଛି ।


ହେ ସଦାପ୍ରଭୁ, ଫେର; କେତେ କାଳ ? ଆପଣା ଦାସମାନଙ୍କ ପ୍ରତି ପ୍ରସନ୍ନ ହୁଅ।


ସେତେବେଳେ ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲି; “ହେ ସଦାପ୍ରଭୁ, ମୁଁ ବିନୟ କରୁଅଛି, ମୋ’ ପ୍ରାଣକୁ ଉଦ୍ଧାର କର।”


Swiv nou:

Piblisite


Piblisite