ଗୀତସଂହିତା 7:10 - ଓଡିଆ ବାଇବେଲ10 ପରମେଶ୍ୱରଙ୍କଠାରେ ମୋହର ଢାଲ ଅଛି, ସେ ସରଳମାନଙ୍କୁ ପରିତ୍ରାଣ କରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)10 ପରମେଶ୍ଵରଙ୍କଠାରେ ମୋହର ଢାଲ ଅଛି, ସେ ସରଳମାନଙ୍କୁ ପରିତ୍ରାଣ କରନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପରମେଶ୍ୱରଙ୍କଠାରେ ମୋହର ଢାଲ ଅଛି, ସେ ସରଳମାନଙ୍କୁ ପରିତ୍ରାଣ କରନ୍ତି। Gade chapit laପବିତ୍ର ବାଇବଲ10 ପରମେଶ୍ୱର ସବୁବେଳେ ଯଥାର୍ଥ ହୃଦୟ ବ୍ୟକ୍ତିମାନଙ୍କୁ ସାହାଯ୍ୟ କରନ୍ତି, ତେଣୁ ପରମେଶ୍ୱର ମୋତେ ନିଶ୍ଚୟ ରକ୍ଷା କରିବେ। Gade chapit la |
ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।