Biblia Todo Logo
Bib sou entènèt

- Piblisite -




ଗୀତସଂହିତା 8:1 - ଓଡିଆ ବାଇବେଲ

1 ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ ! ତୁମ୍ଭେ ଆକାଶମଣ୍ଡଳ ଉପରେ ଆପଣା ଗୌରବ ସ୍ଥାପନ କରିଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ସଦାପ୍ରଭୋ, ଆମ୍ଭମାନଙ୍କର ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ଵିତ !

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ସଦାପ୍ରଭୋ, ଆମ୍ଭମାନଙ୍କର ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ! ତୁମ୍ଭେ ଆକାଶମଣ୍ଡଳ ଉପରେ ଆପଣା ଗୌରବ ସ୍ଥାପନ କରିଅଛ।

Gade chapit la Kopi

ପବିତ୍ର ବାଇବଲ

1 ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ତୁମ୍ଭର ନାମ ଏ ପୃଥିବୀରେ ସବୁଠାରୁ ଆଶ୍ଚର୍ଯ୍ୟଜନକ ଓ ପ୍ରଶଂସାଯୁକ୍ତ। ତୁମ୍ଭର ନାମ ସ୍ୱର୍ଗରେ ମଧ୍ୟ ପ୍ରଶଂସା ଯୋଗ୍ୟ ଅଟେ।

Gade chapit la Kopi




ଗୀତସଂହିତା 8:1
27 Referans Kwoze  

ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରଭୁ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ।


ସେସମସ୍ତେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ କେବଳ ତାହାଙ୍କ ନାମ ଉନ୍ନତ ଅଟେ; ତାହାଙ୍କର ମହିମା ପୃଥିବୀ ଓ ସ୍ୱର୍ଗର ଉପରିସ୍ଥ।


ହେ ପରମେଶ୍ୱର, ତୁମ୍ଭେ ସ୍ୱର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ହେଉ।


ହେ ସଦାପ୍ରଭୁ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କିଏ ? ତୁମ୍ଭ ସମାନ ପବିତ୍ରତାରେ ଆଦରଣୀୟ, ପ୍ରଶଂସାରେ ଭୟାନକ ଓ ଆଶ୍ଚର୍ଯ୍ୟକ୍ରିୟାକାରୀ କିଏ ?


ପରମେଶ୍ୱର ତୈମନ୍‍ରୁ ଆସିଲେ ଓ ଯେ ଧର୍ମମୟ, ସେ ପାରଣ ପର୍ବତରୁ ଆସିଲେ। ସେଲା ତାହାଙ୍କର ପ୍ରତାପ ଆକାଶମଣ୍ଡଳକୁ ଆଚ୍ଛନ୍ନ କଲା, ଆଉ ପୃଥିବୀ ତାହାଙ୍କ ପ୍ରଶଂସାରେ ପରିପୂର୍ଣ୍ଣ ହେଲା।


ହେ ରାଜନ୍‍, ମୋହର ପରମେଶ୍ୱର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି; ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ୟବାଦ କରିବି,


କାରଣ ଏହି ପ୍ରକାର ମହାଯାଜକ ଆମ୍ଭମାନଙ୍କ ପକ୍ଷରେ ଉପଯୁକ୍ତ, ଯେ କି ପବିତ୍ର, ନିର୍ଦ୍ଦୋଷ, ନିଷ୍କଳଙ୍କ, ପାପୀମାନଙ୍କଠାରୁ ପୃଥକୀକୃତ, ପୁଣି, ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ ।


ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ଛଡ଼ା ଅନ୍ୟ ପ୍ରଭୁମାନେ ଆମ୍ଭମାନଙ୍କ ଉପରେ ରାଜତ୍ୱ କରିଥିଲେ, ମାତ୍ର କେବଳ ତୁମ୍ଭ ଦ୍ୱାରା ଆମ୍ଭେମାନେ ତୁମ୍ଭ ନାମର କୀର୍ତ୍ତନ କରିବା।


ଆଉ ମୁଁ ମହାଜନତାର ଶବ୍ଦ ପରି ଏବଂ ବହୁଜଳକଲ୍ଲୋଳ ଓ ଘୋର ମେଘଗର୍ଜନର ଶଦ୍ଦ ପରି ଗୋଟିଏ ଶଦ୍ଦ ଏହା କହିବାର ଶୁଣିଲି, ହାଲ୍ଲିଲୂୟା, କାରଣ ପ୍ରଭୁ ଆମ୍ଭମାନଙ୍କର ସର୍ବଶକ୍ତିମାନ ଈଶ୍ୱର ରାଜତ୍ୱ ଗ୍ରହଣ କରିଅଛନ୍ତି ।


ଆମ୍ଭମାନଙ୍କ ବଳ ସ୍ୱରୂପ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଉଚ୍ଚସ୍ୱରରେ ଗାନ କର; ଯାକୁବର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।


ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ସ୍ୱର୍ଗରେ ଥାଏ; ତୁମ୍ଭର ବିଶ୍ୱସ୍ତତା ଗଗନସ୍ପର୍ଶୀ।


ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ଏହି ଗୌରବମୟ ଓ ଭୟଙ୍କର ନାମକୁ ଭୟ କରିବା ପାଇଁ ଯଦି ଏହି ପୁସ୍ତକରେ ଲିଖିତ ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗ ନ କରିବ;


ହଁ, ପ୍ରକୃତରେ ମୁଁ ମୋହର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଜ୍ଞାନର ଉତ୍କୃଷ୍ଟତା ନିମନ୍ତେ ସମସ୍ତ ବିଷୟ କ୍ଷତିଜନକ ବୋଲି ଗଣ୍ୟ କରେ; ତାହାଙ୍କ ନିମନ୍ତେ ମୁଁ ସମସ୍ତ ବିଷୟର କ୍ଷତି ସହ୍ୟକଲି, ପୁଣି, ସେହି ସବୁ ଆବର୍ଜନା ସ୍ୱରୂପ ଗଣ୍ୟ କରେ, ଯେପରି ମୁଁ ଖ୍ରୀଷ୍ଟଙ୍କୁ ଲାଭ କରିପାରେ ଓ ତାହାଙ୍କର ବୋଲି ଜଣାଯାଏ,


ହେ ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭର ଆବାସ କିପରି ପ୍ରିୟତମ !


ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ନାମରେ ପ୍ରଶଂସା ଗାନ କର; ଯେ ବାହନରେ ମରୁଭୂମି ଦେଇ ଆସୁଅଛନ୍ତି, ତାହାଙ୍କ ପାଇଁ ରାଜପଥ ପ୍ରସ୍ତୁତ କର; ତାହାଙ୍କ ନାମ ସଦାପ୍ରଭୁ; ତୁମ୍ଭେମାନେ ତାହାଙ୍କ ସାକ୍ଷାତରେ ଉଲ୍ଲାସ କର।


ହେ ପରମେଶ୍ୱର, ତୁମ୍ଭେ ମୋହର ପରମେଶ୍ୱର; ବ୍ୟାକୁଳରେ ମୁଁ ତୁମ୍ଭର ଅନ୍ୱେଷଣ କରିବି; ଜଳଶୂନ୍ୟ ଶୁଷ୍କ ଓ ଶ୍ରାନ୍ତିକର ଦେଶରେ ମୋ’ ପ୍ରାଣ ତୁମ୍ଭ ନିମନ୍ତେ ତୃଷିତ ହୁଏ ଓ ମୋ’ ଶରୀର ତୁମ୍ଭ ପାଇଁ ଲାଳସା କରେ।


ମାତ୍ର, ପରମେଶ୍ୱର କ’ଣ ପୃଥିବୀରେ ନିତାନ୍ତ ବାସ କରିବେ ? ଦେଖ, ସ୍ୱର୍ଗ ଓ ସ୍ୱର୍ଗର (ଉପରିସ୍ଥ) ସ୍ୱର୍ଗ ତୁମ୍ଭକୁ ଧାରଣ କରି ନ ପାରେ; ତେବେ ମୋ’ ନିର୍ମିତ ଏହି ଗୃହ କ’ଣ ପାରିବ ?


ଯେ ଅବତରଣ କରିଥିଲେ, ସେ ଯେପରି ସମସ୍ତ ବିଷୟ ପୂର୍ଣ୍ଣ କରନ୍ତି, ଏଥିପାଇଁ ସେ ମଧ୍ୟ ସମସ୍ତ ସ୍ୱର୍ଗର ଊର୍ଦ୍ଧ୍ୱକୁ ଆରୋହଣ କଲେ।)


ତାଙ୍କ ମୁଖ ଅତ୍ୟନ୍ତ ସୁମିଷ୍ଟ; ହଁ, ସେ ସର୍ବତୋଭାବେ ମନୋହର। ହେ ଯିରୂଶାଲମର କନ୍ୟାଗଣ, ଏହି ମୋହର ପ୍ରିୟତମ, ଏହି ମୋହର ସଖା।


ଥୋମା ତାହାଙ୍କୁ ଉତ୍ତର ଦେଲେ, ମୋହର ପ୍ରଭୁ, ମୋହର ଈଶ୍ୱର ।


ଅତଏବ, ଦାଉଦ ଯଦି ତାହାଙ୍କୁ ପ୍ରଭୁ ବୋଲି କହନ୍ତି, ତେବେ ସେ କିପ୍ରକାରେ ତାହାଙ୍କର ସନ୍ତାନ ?


Swiv nou:

Piblisite


Piblisite