Biblia Todo Logo
Bib sou entènèt

- Piblisite -




ଗୀତସଂହିତା 81:1 - ଓଡିଆ ବାଇବେଲ

1 ଆମ୍ଭମାନଙ୍କ ବଳ ସ୍ୱରୂପ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଉଚ୍ଚସ୍ୱରରେ ଗାନ କର; ଯାକୁବର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଆମ୍ଭମାନଙ୍କ ବଳ ସ୍ଵରୂପ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଉଚ୍ଚସ୍ଵରରେ ଗାନ କର; ଯାକୁବର ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଜୟଧ୍ଵନି କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଆମ୍ଭମାନଙ୍କ ବଳ ସ୍ୱରୂପ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଉଚ୍ଚସ୍ୱରରେ ଗାନ କର; ଯାକୁବର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।

Gade chapit la Kopi

ପବିତ୍ର ବାଇବଲ

1 ଆମ୍ଭମାନଙ୍କ ବଳସ୍ୱରୂପ ପରମେଶ୍ୱରଙ୍କର ଉଦ୍ଦେଶ୍ୟରେ ଉଚ୍ଚ ସ୍ୱରରେ ଜୟଗାନ କର। ଯାକୁବର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।

Gade chapit la Kopi




ଗୀତସଂହିତା 81:1
16 Referans Kwoze  

ହେ ସମୁଦାୟ ପୃଥିବୀ, ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର।


କାରଣ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଯାକୁବ ନିମନ୍ତେ ଆନନ୍ଦରେ ଗାନ କର ଓ ଗୋଷ୍ଠୀବର୍ଗର ଅଗ୍ରଗଣ୍ୟ ନିମନ୍ତେ ଜୟଧ୍ୱନି କର; ତୁମ୍ଭେମାନେ ପ୍ରଚାର କରି, ପ୍ରଶଂସା କରି କୁହ, ‘ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକ ଇସ୍ରାଏଲର ଅବଶିଷ୍ଟାଂଶକୁ ପରିତ୍ରାଣ କର।’


ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ; ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି। [ସେଲା]


ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ ! ତୁମ୍ଭେ ଆକାଶମଣ୍ଡଳ ଉପରେ ଆପଣା ଗୌରବ ସ୍ଥାପନ କରିଅଛ।


ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରି ପାରେ ।


ସଦାପ୍ରଭୁ ମୋହର ବଳ ଓ ମୋହର ଢାଲ; ମୋହର ଅନ୍ତଃକରଣ ତାହାଙ୍କଠାରେ ଭରସା ରଖିଅଛି ଓ ମୁଁ ସାହାଯ୍ୟ ପାଇଅଛି; ଏହେତୁ ମୋ’ ଅନ୍ତଃକରଣ ଅତ୍ୟନ୍ତ ଉଲ୍ଲାସ କରୁଅଛି; ଆଉ, ମୁଁ ନିଜ ଗୀତରେ ତାହାଙ୍କର ପ୍ରଶଂସା କରିବି।


ଆମ୍ଭେ ଅବ୍ରାହାମଙ୍କ ଈଶ୍ୱର, ଇସ୍‌ହାକଙ୍କ ଈଶ୍ୱର ଓ ଯାକୁବଙ୍କ ଈଶ୍ୱର । ସେ ମୃତମାନଙ୍କ ଈଶ୍ୱର ନୁହଁନ୍ତି, ମାତ୍ର ଜୀବିତମାନଙ୍କର ।


ଦେଶୀୟମାନେ ଆହ୍ଲାଦିତ ହେଉନ୍ତୁ ଓ ଆନନ୍ଦ ସକାଶୁ ଗାନ କରନ୍ତୁ; କାରଣ ତୁମ୍ଭେ ନ୍ୟାୟରେ ଗୋଷ୍ଠୀୟବର୍ଗର ବିଚାର କରିବ ଓ ପୃଥିବୀରେ ଦେଶୀୟମାନଙ୍କୁ ଶାସନ କରିବ। [ସେଲା]


ଦେଖ, ଏହି ଲୋକ ପରମେଶ୍ୱରଙ୍କୁ ଆପଣାର ବଳ ସ୍ୱରୂପ କଲା ନାହିଁ; ମାତ୍ର ଆପଣା ଧନର ବାହୁଲ୍ୟରେ ନିର୍ଭର କଲା। ପୁଣି, ଆପଣା ଦୁଷ୍ଟତାରେ ଆପଣାକୁ ବଳବାନ କଲା।


ତୁମ୍ଭ ଭାଇମାନେ ତୁମ୍ଭର ମନ୍ଦ କରିଅଛନ୍ତି; ମାତ୍ର ତୁମ୍ଭେ ଅନୁଗ୍ରହ କରି ସେମାନଙ୍କର ସେହି ଅଧର୍ମ ଓ ପାପ ମାର୍ଜନା କରିବ; ଏଥିପାଇଁ ଆମ୍ଭେମାନେ ବିନୟ କରୁଅଛୁ, ତୁମ୍ଭ ପୈତୃକ ପରମେଶ୍ୱରଙ୍କ ଦାସଗଣର ଅଧର୍ମ ମାର୍ଜନା କର।” ସେମାନେ ଏହି କଥା କହିବା ବେଳେ ଯୋଷେଫ କାନ୍ଦିବାକୁ ଲାଗିଲେ।


ଗେର୍ଶୋମର ପୁତ୍ରମାନଙ୍କ ନାମ ଲିବ୍‍ନି ଓ ଶିମୀୟି।


ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର କଥା କହିଅଛନ୍ତି ଓ ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସେ ପୃଥିବୀକୁ ଆହ୍ୱାନ କରିଅଛନ୍ତି।


Swiv nou:

Piblisite


Piblisite