ଗୀତସଂହିତା 83:9 - ଓଡିଆ ବାଇବେଲ9 ମିଦୀୟନ ଦେଶ ପ୍ରତି, କୀଶୋନ୍ ନଦୀ ନିକଟରେ ସୀଷରା ପ୍ରତି, ଯାବୀନ୍ ପ୍ରତି ଯେରୂପ, ସେରୂପ ସେମାନଙ୍କ ପ୍ରତି କର। Gade chapit laପବିତ୍ର ବାଇବଲ (Re-edited) - (BSI)9 ମିଦୀୟନ ପ୍ରତି, କିଶୋନ୍ ନଦୀ ନିକଟରେ ସୀଷରା ପ୍ରତି, ଯାବୀନ ପ୍ରତି ଯେରୂପ, ସେରୂପ ସେମାନଙ୍କ ପ୍ରତି କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମିଦୀୟନ ଦେଶ ପ୍ରତି, କୀଶୋନ୍ ନଦୀ ନିକଟରେ ସୀଷରା ପ୍ରତି, ଯାବୀନ୍ ପ୍ରତି ଯେରୂପ, ସେରୂପ ସେମାନଙ୍କ ପ୍ରତି କର। Gade chapit laପବିତ୍ର ବାଇବଲ9 ହେ ପରମେଶ୍ୱର, ଶତ୍ରୁମାନଙ୍କୁ ଏପରି ପରାସ୍ତ କର, ଯେପରି ମିଦିୟନମାନଙ୍କୁ, ସୀଷରା ଓ ଯାବୀନକୁ କିଶୋନ ନଦୀ ନିକଟରେ ପରାସ୍ତ କରିଥିଲ। Gade chapit la |