ଗୀତସଂହିତା 99:6 - ଓଡିଆ ବାଇବେଲ6 ତାହାଙ୍କ ଯାଜକଗଣ ମଧ୍ୟରେ ମୋଶା, ହାରୋଣ ଓ ତାହାଙ୍କ ନାମରେ ପ୍ରାର୍ଥନାକାରୀମାନଙ୍କ ମଧ୍ୟରେ ଶାମୁୟେଲ; ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଓ ସେ ସେମାନଙ୍କୁ ଉତ୍ତର ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ତାହାଙ୍କ ଯାଜକଗଣ ମଧ୍ୟରେ ମୋଶା ଓ ହାରୋଣ ଓ ତାହାଙ୍କ ନାମରେ ପ୍ରାର୍ଥନାକାରୀମାନଙ୍କ ମଧ୍ୟରେ ଶାମୁୟେଲ; ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଓ ସେ ସେମାନଙ୍କୁ ଉତ୍ତର ଦେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତାହାଙ୍କ ଯାଜକଗଣ ମଧ୍ୟରେ ମୋଶା, ହାରୋଣ ଓ ତାହାଙ୍କ ନାମରେ ପ୍ରାର୍ଥନାକାରୀମାନଙ୍କ ମଧ୍ୟରେ ଶାମୁୟେଲ; ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଓ ସେ ସେମାନଙ୍କୁ ଉତ୍ତର ଦେଲେ। Gade chapit laପବିତ୍ର ବାଇବଲ6 ମୋଶା ଏବଂ ହାରୋଣ ତାଙ୍କର ଯାଜକଗଣଙ୍କ ମଧ୍ୟରେ ଅନ୍ୟତମ ଥିଲେ। ଶାମୁୟେଲ ଥିଲେ ଜଣେ ଯିଏକି, ପରମେଶ୍ୱରଙ୍କ ନାମ ନେଇ ପ୍ରାର୍ଥନା କରିଥିଲେ। ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଏବଂ ସେ ସେମାନଙ୍କୁ ଉତ୍ତର ଦେଲେ। Gade chapit la |