ପ୍ରକାଶିତ 1:14 - ଓଡିଆ ବାଇବେଲ14 ଯୀଶୁଙ୍କ ମସ୍ତକ ହିମତୁଲ୍ୟ ଶୁଭ୍ର ଓ କେଶ ଲୋମ ପରି ଶୁକ୍ଲବର୍ଣ୍ଣ, ଆଉ ତାହାଙ୍କ ଚକ୍ଷୁ ପ୍ରଜ୍ୱଳିତ ଅଗ୍ନିଶିଖା ସଦୃଶ, Gade chapit laପବିତ୍ର ବାଇବଲ (Re-edited) - (BSI)14 ତାହାଙ୍କ ମସ୍ତକ ଓ କେଶ ହିମତୁଲ୍ୟ ଶୁଭ୍ର ଲୋମ ପରି ଶୁକ୍ଳବର୍ଣ୍ଣ, ଆଉ ତାହାଙ୍କ ଚକ୍ଷୁ ପ୍ରଜ୍ଵଳିତ ଅଗ୍ନିଶିଖା ସଦୃଶ; Gade chapit laପବିତ୍ର ବାଇବଲ (CL) NT (BSI)14 ତାଙ୍କ ମସ୍ତକର କେଶ ପଶମ ବା ହିମ ପରି ଶୁଭ୍ର ଥିଲା ଏବଂ ତାଙ୍କର ଚକ୍ଷୁ ଅଗ୍ନି ପରି ପ୍ରଜ୍ଜ୍ୱଳିତ ହେଉଥିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଯୀଶୁଙ୍କ ମସ୍ତକ ହିମତୁଲ୍ୟ ଶୁଭ୍ର ଓ କେଶ ଲୋମ ପରି ଶୁକ୍ଳବର୍ଣ୍ଣ, ଆଉ ତାହାଙ୍କ ଚକ୍ଷୁ ପ୍ରଜ୍ୱଳିତ ଅଗ୍ନିଶିଖା ସଦୃଶ, Gade chapit laପବିତ୍ର ବାଇବଲ14 ତାହାଙ୍କ ମୁଣ୍ଡ ଓ ବାଳ ଶୁଭ୍ର ପଶମ ଓ ହିମ ପରି ଶୁଭ୍ର ଥିଲା। ତାହାଙ୍କ ଆଖି ଅଗ୍ନିଶିଖା ପରି ଦେଖାଯାଉଥିଲା। Gade chapit la |