Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 1:19 - ଓଡିଆ ବାଇବେଲ

19 ଅତଏବ, ଯାହା ଯାହା ଦର୍ଶନ କଲ, ଯାହା ଯାହା ବର୍ତ୍ତମାନ ଘଟୁଅଛି ଓ ଏହାପରେ ଘଟିବ, ସେହି ସବୁ ଲିପିବଦ୍ଧ କର ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଅତଏବ, ଯାହା ଯାହା ଦର୍ଶନ କଲ, ଯାହା ଯାହା ବର୍ତ୍ତମାନ ଘଟୁଅଛି ଓ ଏହା ପରେ ଘଟିବ, ସେହିସବୁ ଲିପିବଦ୍ଧ କର।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ତେଣୁ ତୁମେ ଯେଉଁ ସବୁ ବିଷୟ ଦେଖୁଛ - ଯେଉଁ ସମସ୍ତ ବିଷୟ ବର୍ତ୍ତମାନ ଘଟୁଛି ଓ ଯାହା ସବୁ ଭବିଷ୍ୟତରେ ଘଟିବ - ତାହା ଲିପିବଦ୍ଧ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଅତଏବ, ଯାହା ଯାହା ଦର୍ଶନ କଲ, ଯାହା ଯାହା ବର୍ତ୍ତମାନ ଘଟୁଅଛି ଓ ଏହାପରେ ଘଟିବ, ସେହିସବୁ ଲିପିବଦ୍ଧ କର।

Gade chapit la Kopi

ପବିତ୍ର ବାଇବଲ

19 ତେଣୁ ତୁମ୍ଭେ ଦେଖିଥିବା କଥା ଲେଖ। ବର୍ତ୍ତମାନ ଯାହା ଘଟୁଛି ଓ ଭବିଷ୍ୟତରେ ଯାହା ଘଟିବ, ସେ ସବୁ ଲେଖ।

Gade chapit la Kopi




ପ୍ରକାଶିତ 1:19
8 Referans Kwoze  

ତୁମ୍ଭେ ଯାହା ଦର୍ଶନ କରୁଅଛ, ତାହା ଗୋଟିଏ ପୁସ୍ତକରେ ଲିପିବଦ୍ଧ କରି ସପ୍ତ ମଣ୍ଡଳୀ, ଅର୍ଥାତ୍ ଏଫିସ, ସ୍ମୁର୍ଣ୍ଣା, ପର୍ଗମ, ଥୁୟତୀରା, ସାର୍ଦ୍ଦୀ, ଫିଲାଦେଲ୍‌ଫିଆ ଓ ଲାଅଦିକୀଆ ନିକଟକୁ ପ୍ରେରଣ କର ।


ଏଥିଉତ୍ତାରେ ସଦାପ୍ରଭୁ ମୋତେ ଉତ୍ତର ଦେଇ କହିଲେ, ଏହି ଦର୍ଶନର କଥା ଲେଖ ଓ ଯେ ପାଠ କରେ, ସେ ଯେପରି ଦୌଡ଼ି ପାରିବ, ଏଥିପାଇଁ ପଟାରେ ସୁସ୍ପଷ୍ଟ କରି ଖୋଳ।


ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ବାକ୍ୟ; ଅବିଳମ୍ବରେ ଯାହା ଯାହା ନିଶ୍ଚୟ ଘଟିବ, ସେହି ସବୁ ସେ ଯେପରି ଆପଣା ଦାସମାନଙ୍କୁ ଜଣାନ୍ତି, ଏଥିପାଇଁ ଈଶ୍ୱର ଏହା ଯୀଶୁଙ୍କ ନିକଟରେ ସମର୍ପଣ କଲେ, ଆଉ ସେ ଆପଣା ଦୂତ ପ୍ରେରଣ କରି ନିଜ ଦାସ ଯୋହନଙ୍କୁ ଏହା ଜ୍ଞାତ କରାଇଲେ ।


କିଏ ମୋ ସହିତ କଥା କହୁଅଛନ୍ତି, ଏହା ଦେଖିବା ନିମନ୍ତେ ମୁଁ ବୁଲିପଡ଼ିଲି । ଆଉ ବୁଲିପଡ଼ନ୍ତେ ମୁଁ ଦେଖିଲି, ସପ୍ତ ସୁବର୍ଣ୍ଣ ପ୍ରଦୀପ,


ସେହି ସପ୍ତ ମେଘଗର୍ଜନ ଆପଣା ଆପଣା ବାଣୀ ବ୍ୟକ୍ତ କରନ୍ତେ ମୁଁ ଲେଖିବାକୁ ଉଦ୍ୟତ ହେଲି; ସେତେବେଳେ ମୁଁ ମୋ ପ୍ରତି ଆକାଶରୁ ଏହି ଉକ୍ତ ବାଣୀ ଶୁଣିଲି, ସେହି ସପ୍ତ ମେଘଗର୍ଜ୍ଜନ ଯାହାସବୁ ବ୍ୟକ୍ତ କଲେ, ସେହି ସବୁ ଗୋପନ କରି ରଖ, ଲେଖ ନାହିଁ ।


ସେତେବେଳେ ସେ ମୋତେ କହିଲେ, ଲେଖ, ଯେଉଁମାନେ ମେଷଶାବକଙ୍କ ବିବାହଭୋଜକୁ ନିମନ୍ତ୍ରିତ, ସେମାନେ ଧନ୍ୟ । ଆଉ ସେ ମୋତେ କହିଲେ, ଏହି ସବୁ ଈଶ୍ୱରଙ୍କ ସତ୍ୟ ବାକ୍ୟ ।


Swiv nou:

Piblisite


Piblisite