ପ୍ରକାଶିତ 11:5 - ଓଡିଆ ବାଇବେଲ5 କେହି ଯଦି ସେମାନଙ୍କର କ୍ଷତି କରିବାକୁ ଇଚ୍ଛା କରେ, ତେବେ ସେମାନଙ୍କ ମୁଖରୁ ଅଗ୍ନି ନିର୍ଗତ ହୋଇ ସେମାନଙ୍କ ଶତ୍ରୁମାନଙ୍କୁ ଗ୍ରାସ କରେ; କେହି ଯଦି ସେମାନଙ୍କର କ୍ଷତି କରିବାକୁ ଇଚ୍ଛା କରିବ, ତାହାକୁ ଏହିପରି ଭାବେ ହତ ହେବାକୁ ହେବ । Gade chapit laପବିତ୍ର ବାଇବଲ (Re-edited) - (BSI)5 କେହି ଯଦି ସେମାନଙ୍କର କ୍ଷତି କରିବାକୁ ଇଚ୍ଛା କରେ, ତେବେ ସେମାନଙ୍କ ମୁଖରୁ ଅଗ୍ନି ନିର୍ଗତ ହୋଇ ସେମାନଙ୍କ ଶତ୍ରୁମାନଙ୍କୁ ଗ୍ରାସ କରେ; କେହି ଯଦି ସେମାନଙ୍କର କ୍ଷତି କରିବାକୁ ଇଚ୍ଛା କରିବ, ତାହାକୁ ଏହିପରିଭାବେ ହତ ହେବାକୁ ହେବ। Gade chapit laପବିତ୍ର ବାଇବଲ (CL) NT (BSI)5 ଯଦି କେହି ସେମାନଙ୍କର କ୍ଷତି କରିବାକୁ ଚେଷ୍ଟା କରେ, ତେବେ ସେମାନଙ୍କ ମୁଖରୁ ଅଗ୍ନି ନିର୍ଗତ ହୋଇ ଶତ୍ରୁକୁ ଧ୍ୱଂସ କରିବ। ଏହିପରି ଯେ କେହି ସେମାନଙ୍କର କ୍ଷତି କରିବାକୁ ବାହାରିବ, ସେ ନିଜେ ବିନଷ୍ଟ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କେହି ଯଦି ସେମାନଙ୍କର କ୍ଷତି କରିବାକୁ ଇଚ୍ଛା କରେ, ତେବେ ସେମାନଙ୍କ ମୁଖରୁ ଅଗ୍ନି ନିର୍ଗତ ହୋଇ ସେମାନଙ୍କ ଶତ୍ରୁମାନଙ୍କୁ ଗ୍ରାସ କରେ; କେହି ଯଦି ସେମାନଙ୍କର କ୍ଷତି କରିବାକୁ ଇଚ୍ଛା କରିବ, ତାହାକୁ ଏହିପରି ଭାବେ ହତ ହେବାକୁ ହେବ। Gade chapit laପବିତ୍ର ବାଇବଲ5 ଯଦି କେହି ସେମାନଙ୍କର କ୍ଷତି କରିବାକୁ ଗ୍ଭହେଁ, ତା'ହେଲେ ସେମାନଙ୍କର ମୁହଁରୁ ବାହାରୁଥିବା ଅଗ୍ନି ସେମାନଙ୍କୁ ଧ୍ୱଂସ କରିବ। ଯଦି କୌଣସି ଲୋକ ସେମାନଙ୍କର କ୍ଷତି କରିବାକୁ ଚେଷ୍ଟା କରେ, ସେ ଏହିପରିଭାବେ ମୃତ୍ୟୁ ଭୋଗ କରିବ। Gade chapit la |
ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣକୁ ଯେଉଁ ଯେଉଁ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେହିସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ସ୍ପର୍ଶ କଲା ନାହିଁ ? ତେବେ ସେମାନେ ଫେରି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ସେହିପରି ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।”