Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 12:13 - ଓଡିଆ ବାଇବେଲ

13 ସର୍ପ ଆପଣାକୁ ପୃଥିବୀରେ ନିକ୍ଷିପ୍ତ ହେବାର ଦେଖି ସେହି ପୁତ୍ରସନ୍ତାନ ପ୍ରସବକାରିଣୀ ସ୍ତ୍ରୀଲୋକଙ୍କୁ ତାଡ଼ନା କଲା ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ସର୍ପ ଆପଣାକୁ ପୃଥିବୀରେ ନିକ୍ଷିପ୍ତ ହେବାର ଦେଖି ସେହି ପୁତ୍ରସନ୍ତାନ ପ୍ରସବକାରିଣୀ ସ୍ତ୍ରୀଲୋକଙ୍କୁ ତାଡ଼ନା କଲା।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ପୃଥିବୀରେ ନିକ୍ଷିପ୍ତ ହୋଇଥିବା ଦେଖି ଦ୍ୟାବଳ ଉପରୋକ୍ତ ପୁତ୍ରର ଜନନୀ ସେହି ନାରୀକୁ ଗୋଡ଼ାଇଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସର୍ପ ଆପଣାକୁ ପୃଥିବୀରେ ନିକ୍ଷିପ୍ତ ହେବାର ଦେଖି ସେହି ପୁତ୍ରସନ୍ତାନ ପ୍ରସବକାରିଣୀ ସ୍ତ୍ରୀଲୋକଙ୍କୁ ତାଡ଼ନା କଲା।

Gade chapit la Kopi

ପବିତ୍ର ବାଇବଲ

13 ବିଶାଳ ସାପ ନିଜକୁ ପୃଥିବୀରେ ନିକ୍ଷେପ ହେବାର ଦେଖିଲା। ତେଣୁ ସେ ପୁତ୍ର ସନ୍ତାନ ଜାତ କରିଥିବା ନାରୀ ପଛେ ପଛେ ଦୌଡ଼ିଲା।

Gade chapit la Kopi




ପ୍ରକାଶିତ 12:13
4 Referans Kwoze  

ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”


ତୁମ୍ଭେମାନେ ଯେପରି ମୋ'ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସବୁ ବିଷୟ କହିଅଛି । ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି ।


Swiv nou:

Piblisite


Piblisite