ପ୍ରକାଶିତ 12:8 - ଓଡିଆ ବାଇବେଲ8 କିନ୍ତୁ ସେମାନେ ଜୟ କରି ପାରିଲେ ନାହିଁ, ପୁଣି, ସ୍ୱର୍ଗରେ ସେମାନେ ଆଉ ସ୍ଥାନ ପାଇଲେ ନାହିଁ । Gade chapit laପବିତ୍ର ବାଇବଲ (Re-edited) - (BSI)8 କିନ୍ତୁ ସେମାନେ ଜୟ କରି ପାରିଲେ ନାହିଁ, ପୁଣି ସ୍ଵର୍ଗରେ ସେମାନେ ଆଉ ସ୍ଥାନ ପାଇଲେ ନାହିଁ। Gade chapit laପବିତ୍ର ବାଇବଲ (CL) NT (BSI)8 ଯୁଦ୍ଧରେ ସର୍ପ ଓ ତା’ର ଅନୁଚରମାନେ ପରାସ୍ତ ହେଲେ ଓ ସେମାନେ ଆଉ ସ୍ୱର୍ଗରେ ସ୍ଥାନ ପାଇଲେ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କିନ୍ତୁ ସେମାନେ ଜୟ କରିପାରିଲେ ନାହିଁ, ପୁଣି, ସ୍ୱର୍ଗରେ ସେମାନେ ଆଉ ସ୍ଥାନ ପାଇଲେ ନାହିଁ। Gade chapit laପବିତ୍ର ବାଇବଲ8 କିନ୍ତୁ ବିଶାଳ ସାପ ଅଧିକ ବଳଶାଳୀ ନ ଥିବାରୁ ସେ ଓ ତାହାର ଦୂତମାନେ ପରାସ୍ତ ହେଲେ ଓ ସ୍ୱର୍ଗରେ ସ୍ଥାନ ହରାଇଲେ। Gade chapit la |
ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ ? ସମୁଦ୍ର ଯେପରି ଉଲ୍ଲଙ୍ଘନ କରି ନ ପାରିବ, ଏଥିପାଇଁ ନିତ୍ୟସ୍ଥାୟୀ ବିଧିକ୍ରମେ ତହିଁର ସୀମା ରୂପେ ବାଲୁକା ସ୍ଥାପନ କରିଅଛୁ ଯେ ଆମ୍ଭେ, ଆମ୍ଭ ସାକ୍ଷାତରେ ତୁମ୍ଭେମାନେ କି କମ୍ପବାନ ହେବ ନାହିଁ ? ତହିଁର ତରଙ୍ଗମାଳା ଉଚ୍ଚକୁ ଉଠେ, ତଥାପି କୃତାର୍ଥ ହୋଇପାରେ ନାହିଁ, କଲ୍ଲୋଳଧ୍ୱନି କରେ, ତଥାପି ସୀମା ଅତିକ୍ରମ କରି ପାରେ ନାହିଁ।