Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 13:9 - ଓଡିଆ ବାଇବେଲ

9 ଯାହାର କର୍ଣ୍ଣ ଅଛି, ସେ ଶୁଣୁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଯାହାର କର୍ଣ୍ଣ ଅଛି, ସେ ଶୁଣୁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9-10 “ଶୁଣିବାକୁ କାନ ଥିଲେ, ଶୁଣ: ଈଶ୍ୱରଙ୍କ ଅଭିମତ ଅନୁଯାୟୀ ଯେ ବନ୍ଦୀ ହେବାର ଅଛି, ସେ ନିଶ୍ଚୟ ବନ୍ଦୀ ହେବ। ଯେ ଅନ୍ୟକୁ ଖଡ଼୍ଗରେ ବଧ କରେ, ସେ ନିଜେ ଖଡ଼୍ଗ ଦ୍ୱାରା ହିଁ ନିହତ ହେବ। ଈଶ୍ୱରଙ୍କ ଲୋକମାନଙ୍କ ପାଇଁ ଧୈର୍ଯ୍ୟ ଓ ବିଶ୍ୱାସ ଏକାନ୍ତ ଆବଶ୍ୟକ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଯାହାର କର୍ଣ୍ଣ ଅଛି, ସେ ଶୁଣୁ।

Gade chapit la Kopi

ପବିତ୍ର ବାଇବଲ

9 ଯାହାର ଶୁଣିବା ନିମନ୍ତେ କାନ ଅଛି, ସେ ଏହାକୁ ଶୁଣିବା ଉଚିତ୍।

Gade chapit la Kopi




ପ୍ରକାଶିତ 13:9
7 Referans Kwoze  

ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ତାହାକୁ ଆମ୍ଭେ ଈଶ୍ୱରଙ୍କ ପାରଦୀଶରେ ଥିବା ଜୀବନ ବୃକ୍ଷର ଫଳ ଖାଇବାକୁ ଦେବୁ ।


ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ତାହାକୁ ଆମ୍ଭେ ଗୁପ୍ତ ମାନ୍ନା ଦେବୁ, ପୁଣି, ଯେଉଁ ନାମ ଗ୍ରହଣକର୍ତ୍ତା ବିନା ଅନ୍ୟ କେହି ଜାଣେ ନାହିଁ, ଏପରି ନୂତନ ନାମ ଲିଖିତ ଏକ ଶ୍ୱେତ(ଧଳା) ପ୍ରସ୍ତର ତାହାକୁ ଦେବୁ ।


ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ସେ ଦ୍ୱିତୀୟ ମୃତ୍ୟୁ ଦ୍ୱାରା କୌଣସି ପ୍ରକାରେ କ୍ଷତିଗ୍ରସ୍ତ ହେବ ନାହିଁ ।


ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ ।


ଯାହାର କାନ ଅଛି, ସେ ଶୁଣୁ ।


ଯଦି କାହାର ଶୁଣିବାକୁ କାନ ଅଛି, ସେ ଶୁଣୁ ।


ଅନ୍ୟ କେତେକ ଭଲ ଭୂଇଁରେ ପଡ଼ିଲା ଆଉ ବଢ଼ି ଶହେ ଗୁଣ ଫଳ ଫଲିଲା । ସେ ଏହା କହୁ କହୁ ଉଚ୍ଚ ସ୍ୱରରେ କହିଲେ, ଯାହାର ଶୁଣିବା ପାଇଁ କାନ ଅଛି, ସେ ଶୁଣୁ ।


Swiv nou:

Piblisite


Piblisite