Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 14:19 - ଓଡିଆ ବାଇବେଲ

19 ତହିଁରେ ସେହି ଦୂତ ପୃଥିବୀରେ ଆପଣା ଦାଆ ଲଗାଇ ସେଥିର ଦ୍ରାକ୍ଷାଫଳସବୁ ସଂଗ୍ରହ କଲେ ଓ ଈଶ୍ୱରଙ୍କ କ୍ରୋଧରୂପ ମହା ଦ୍ରାକ୍ଷାକୁଣ୍ଡରେ ସେହି ସବୁ ନିକ୍ଷେପ କଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ତହିଁରେ ସେହି ଦୂତ ପୃଥିବୀରେ ଆପଣା ଦାଆ ଲଗାଇ ସେଥିରେ ଦ୍ରାକ୍ଷାଫଳସବୁ ସଂଗ୍ରହ କଲେ ଓ ଈଶ୍ଵରଙ୍କ କ୍ରୋଧରୂପ ମହା ଦ୍ରାକ୍ଷାକୁଣ୍ତରେ ସେହିସବୁ ନିକ୍ଷେପ କଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ତେଣୁ ଦୂତ ତାଙ୍କର ଦାଆ ଚଳାଇ ଦ୍ରାକ୍ଷାଲତାଗୁଡ଼କରୁ ଦ୍ରାକ୍ଷା କାଟି ପକାଇଲେ ଏବଂ ସେଗୁଡ଼ିକ ଈଶ୍ୱରଙ୍କ ମହାକ୍ରୋଧର ଦ୍ରାକ୍ଷାପେଷଣ କୁଣ୍ଡରେ ପକାଇ ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ତହିଁରେ ସେହି ଦୂତ ପୃଥିବୀରେ ଆପଣା ଦାଆ ଲଗାଇ ସେଥିର ଦ୍ରାକ୍ଷାଫଳସବୁ ସଂଗ୍ରହ କଲେ ଓ ଈଶ୍ବରଙ୍କ କ୍ରୋଧରୂପ ମହା ଦ୍ରାକ୍ଷାକୁଣ୍ଡରେ ସେହିସବୁ ନିକ୍ଷେପ କଲେ।

Gade chapit la Kopi

ପବିତ୍ର ବାଇବଲ

19 ତା'ପରେ ସ୍ୱର୍ଗଦୂତ ପୃଥିବୀ ଉପରେ ନିଜର ଦାଆ ବୁଲାଇଲେ ଓ ପୃଥିବୀରୁ ଦ୍ରାକ୍ଷାଗୁଡ଼ିକୁ ଏକାଠି କଲେ। ସେ ପରମେଶ୍ୱରଙ୍କର କ୍ରୋଧ ରୂପ ଦ୍ରାକ୍ଷାପେଷା କୁଣ୍ଡରେ ସେଗୁଡ଼ିକୁ ପକାଇ ଦେଲେ।

Gade chapit la Kopi




ପ୍ରକାଶିତ 14:19
5 Referans Kwoze  

ଆପଣଙ୍କର ପରିଧେୟ ବସ୍ତ୍ର ରକ୍ତବର୍ଣ୍ଣ ଓ କୁଣ୍ଡରେ ଦ୍ରାକ୍ଷାମର୍ଦ୍ଦନକାରୀର ବସ୍ତ୍ର ପରି କାହିଁକି ?


ତୁମ୍ଭେମାନେ ଦା ଲଗାଅ କାରଣ ଶସ୍ୟ ପାଚିଅଛି; ତୁମ୍ଭେମାନେ ଆସି ଦଳନ କର; କାରଣ ଦ୍ରାକ୍ଷାଯନ୍ତ୍ର ପୂର୍ଣ୍ଣ ହୋଇଅଛି, କୁଣ୍ଡସବୁ ଉଚ୍ଛୁଳି ପଡ଼ୁଅଛି; କାରଣ ସେମାନଙ୍କର ଦୁଷ୍ଟତା ବଡ଼।


ପୁଣି, ବେଦି ନିକଟରୁ ଆଉ ଜଣେ ଦୂତ ବାହାର ହେଲେ, ସେ ଅଗ୍ନି ଉପରେ କ୍ଷମତା ପ୍ରାପ୍ତ; ଯାହାଙ୍କ ହସ୍ତରେ ତୀକ୍ଷ୍ଣ ଦାଆ ଥିଲା, ତାହାଙ୍କୁ ସେ ଉଚ୍ଚସ୍ୱରରେ ଡାକି କହିଲେ, ତୁମ୍ଭର ତୀକ୍ଷ୍ଣ ଦାଆ ଲଗାଅ ଓ ପୃଥିବୀର ଦ୍ରାକ୍ଷାପେଣ୍ଡାସବୁ ସଂଗ୍ରହ କର, କାରଣ ସେଥିର ଦ୍ରାକ୍ଷାଫଳସବୁ ପାଚି ଯାଇଅଛି ।


Swiv nou:

Piblisite


Piblisite