ପ୍ରକାଶିତ 15:4 - ଓଡିଆ ବାଇବେଲ4 ହେ ପ୍ରଭୁ, କିଏ ତୁମ୍ଭକୁ ଭୟ ନ କରିବ ? କିଏ ତୁମ୍ଭ ନାମର ଗୌରବ କୀର୍ତ୍ତନ ନ କରିବ ? କାରଣ କେବଳ ତୁମ୍ଭେ ହିଁ ପବିତ୍ର; ଜାତିସମୂହ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ, ଯେଣୁ ତୁମ୍ଭର ନ୍ୟାଯ୍ୟ କର୍ମସମୂହ ପ୍ରକାଶିତ ହୋଇଅଛି । Gade chapit laପବିତ୍ର ବାଇବଲ (Re-edited) - (BSI)4 ହେ ପ୍ରଭୁ, କିଏ ତୁମ୍ଭକୁ ଭୟ ନ କରିବ? କିଏ ତୁମ୍ଭ ନାମର ଗୌରବ କୀର୍ତ୍ତନ ନ କରିବ? କାରଣ କେବଳ ତୁମ୍ଭେ ହିଁ ପବିତ୍ର; ଜାତିସମୂହ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ ; ତେଣୁ ତୁମ୍ଭର ନ୍ୟାଯ୍ୟ କର୍ମସମୂହ ପ୍ରକାଶିତ ହୋଇଅଛି। Gade chapit laପବିତ୍ର ବାଇବଲ (CL) NT (BSI)4 ପ୍ରଭୁ! କିଏ ବା ତୁମକୁ ଭୟ ନ କରିବ? ତୁମର ମାହାତ୍ମ୍ୟ ଘୋଷଣା କରିବାକୁ କିଏ ବା ଅସ୍ୱୀକାର କରିବ? କେବଳ ତୁମେ ହିଁ ପବିତ୍ର, ସମସ୍ତ ଜାତି ଆସି ତୁମର ପୂଜା କରିବେ। କାରଣ ତୁମର ନ୍ୟାୟୋଚିତ କାର୍ଯ୍ୟ ସମସ୍ତେ ଦେଖିଛନ୍ତି।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ହେ ପ୍ରଭୁ, କିଏ ତୁମ୍ଭକୁ ଭୟ ନ କରିବ? କିଏ ତୁମ୍ଭ ନାମର ଗୌରବ କୀର୍ତ୍ତନ ନ କରିବ? କାରଣ କେବଳ ତୁମ୍ଭେ ହିଁ ପବିତ୍ର; ଜାତିସମୂହ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ, ଯେଣୁ ତୁମ୍ଭର ନ୍ୟାୟ କର୍ମସମୂହ ପ୍ରକାଶିତ ହୋଇଅଛି।” Gade chapit laପବିତ୍ର ବାଇବଲ4 ହେ ପ୍ରଭୁ, କିଏ ତୁମ୍ଭକୁ ଭୟ ନ କରିବ? ସମସ୍ତଙ୍କର ତୁମ୍ଭେ ପ୍ରଶଂସନୀୟ ଅଟ। କାରଣ କେବଳ ତୁମ୍ଭେ ହିଁ ପବିତ୍ର; ସମସ୍ତ ଜାତିଗୁଡ଼ିକ ତୁମ୍ଭ ପାଖକୁ ଆସିବେ ଓ ତୁମ୍ଭର ଉପାସନା କରିବେ। କାରଣ ତୁମ୍ଭେ ହିଁ ନ୍ୟାୟବନ୍ତ ଏହା ଜଗତେ ବିଦିତ।” Gade chapit la |
ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ ? ସମୁଦ୍ର ଯେପରି ଉଲ୍ଲଙ୍ଘନ କରି ନ ପାରିବ, ଏଥିପାଇଁ ନିତ୍ୟସ୍ଥାୟୀ ବିଧିକ୍ରମେ ତହିଁର ସୀମା ରୂପେ ବାଲୁକା ସ୍ଥାପନ କରିଅଛୁ ଯେ ଆମ୍ଭେ, ଆମ୍ଭ ସାକ୍ଷାତରେ ତୁମ୍ଭେମାନେ କି କମ୍ପବାନ ହେବ ନାହିଁ ? ତହିଁର ତରଙ୍ଗମାଳା ଉଚ୍ଚକୁ ଉଠେ, ତଥାପି କୃତାର୍ଥ ହୋଇପାରେ ନାହିଁ, କଲ୍ଲୋଳଧ୍ୱନି କରେ, ତଥାପି ସୀମା ଅତିକ୍ରମ କରି ପାରେ ନାହିଁ।