ପ୍ରକାଶିତ 16:12 - ଓଡିଆ ବାଇବେଲ12 ଷଷ୍ଠ ଦୂତ ଆପଣା ପାତ୍ର ଫରାତ୍ ମହାନଦୀ ଉପରେ ଢାଳିଲେ; ତହୁଁ ପୂର୍ବଦିଗରୁ ଅାଗମନକାରୀ ରାଜାମାନଙ୍କ ନିମନ୍ତେ ପଥ ପ୍ରସ୍ତୁତ ହେବା ପାଇଁ ତାହାର ଜଳ ଶୁଷ୍କ ହୋଇଗଲା । Gade chapit laପବିତ୍ର ବାଇବଲ (Re-edited) - (BSI)12 ଷଷ୍ଠ ଦୂତ ଆପଣା ପାତ୍ର ଫରାତ୍ ମହାନଦୀ ଉପରେ ଢାଳିଲେ; ତହୁଁ ପୂର୍ବଦିଗରୁ ଆଗମନକାରୀ ରାଜାମାନଙ୍କ ନିମନ୍ତେ ପଥ ପ୍ରସ୍ତୁତ ହେବା ପାଇଁ ତାହାର ଜଳ ଶୁଷ୍କ ହୋଇଗଲା। Gade chapit laପବିତ୍ର ବାଇବଲ (CL) NT (BSI)12 ଅନନ୍ତର ଷଷ୍ଠ ଦୂତ ବିଶାଳ ୟୁଫ୍ରେଟିସ୍ ଉପରେ ତାଙ୍କ ପାତ୍ରର ଆଧେୟ ଢ଼ାଳି ଦେଲେ। ସଙ୍ଗେ ସଙ୍ଗେ ନଦୀଟି ଶୁଖିଗଲା ଓ ପୂର୍ବଦିଗରୁ ଶତ୍ରୁ ରାଜାମାନଙ୍କର ଆଗମନ ପାଇଁ ବାଟ ଫିଟିଗଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଷଷ୍ଠ ଦୂତ ଆପଣା ପାତ୍ର ଫରାତ୍ ମହାନଦୀ ଉପରେ ଢାଳିଲେ; ତହୁଁ ପୂର୍ବଦିଗରୁ ଅାଗମନକାରୀ ରାଜାମାନଙ୍କ ନିମନ୍ତେ ପଥ ପ୍ରସ୍ତୁତ ହେବା ପାଇଁ ତାହାର ଜଳ ଶୁଷ୍କ ହୋଇଗଲା। Gade chapit laପବିତ୍ର ବାଇବଲ12 ଷଷ୍ଠ ଦୂତ ତାହାଙ୍କ ପାତ୍ର ଫରାତ ମହାନଦୀର ଉପରେ ଢାଳିଲେ। ଏହା ଦ୍ୱାରା ନଦୀ ଜଳ ଶୁଖିଗଲା ଓ ପୂର୍ବ ଦିଗରୁ ଆସିବାକୁ ରାଜାମାନଙ୍କ ପାଇଁ ବାଟ ତିଆରି କଲା। Gade chapit la |